Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଚାମ୍ପିୟନ୍ସ ଟ୍ରଫିକୁ ଆତଙ୍କୀ ଭୟ; ବିଦେଶୀ କ୍ରିକେଟ ପ୍ରେମୀଙ୍କୁ ଅପହରଣ ଯୋଜନା

Sanchar Live by Sanchar Live
February 24, 2025
in କ୍ରୀଡ଼ା
0
ଚାମ୍ପିୟନ୍ସ ଟ୍ରଫିକୁ ଆତଙ୍କୀ ଭୟ; ବିଦେଶୀ କ୍ରିକେଟ ପ୍ରେମୀଙ୍କୁ ଅପହରଣ ଯୋଜନା
0
SHARES
9
VIEWS
FacebookTwitter

ପାକିସ୍ତାନରୁ ଆସିଲା ବଡ଼ ଖବର । ଚାମ୍ପିୟନ୍ସ ଟ୍ରଫିକୁ ଆତଙ୍କୀ ଭୟ । ବିଦେଶୀ କ୍ରିକେଟ ପ୍ରେମୀଙ୍କୁ ଅପହରଣ ଯୋଜନା କରାଯାଇଥିବା ନେଇ ସୂଚନା ମିଳିଛି । ଏନେଇ ଖୋଦ ହାଇଆଲର୍ଟ ଜାରି କରିଛନ୍ତି ପାକିସ୍ତାନ ଗୁଇନ୍ଦା ବିଭାଗ । ଟିଟିପି, ଆଇଏସ୍‌ଆଇଏସ୍‌ ଉପରେ କଡ଼ା ନଜର ରଖାଯାଇଛି ।

ଏହାପୂର୍ବରୁ ପାକିସ୍ତାନରେ ଶ୍ରୀଲଙ୍କା ଖେଳିବାକୁ ଯାଇଥିବା ବେଳେ ଆତଙ୍କୀ ହମଲା ହୋଇଥିଲା । ଯେଉଁଥି ପାଇଁ ପାକିସ୍ତାନରେ ଅନେକ ବର୍ଷ ଧରି ଅନ୍ତର୍ଜାତୀୟ ମ୍ୟାଚ୍‌ ମଧ୍ୟ ବନ୍ଦ ରହିଥିଲା । ଏହାପରେ ସ୍ଥିତିରେ ସୁଧାର ଆସିବା ପରେ ଦୀର୍ଘ ବର୍ଷ ପରେ ପାକିସ୍ତାନରେ ଆଇସିସି ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯାଇଛି । ବର୍ତ୍ତମାନର ଖବର ନିହାତି ଭାବରେ ପାକିସ୍ତାନ କ୍ରିକେଟ ବୋର୍ଡ ଉପରେ ପ୍ରଭାବ ପକାଇପାରେ । ଏମିତିକି ଆଗକୁ ଟୁର୍ଣ୍ଣାମେଣ୍ଟ ଆୟୋଜନ କରିବାକୁ ସୁଯୋଗ ମିଳିବ କି ନାହିଁ, ତାହା ପ୍ରଶ୍ନ ଉଠିଛି ।

ସୁରକ୍ଷା ବ୍ୟବସ୍ଥାକୁ ନଜରରେ ରଖି ଭାରତ ଚାମ୍ପିୟନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବାକୁ ମନା କରିଦେଇଥିଲା । ସେଥିପାଇଁ ଟୁର୍ଣ୍ଣାମେଣ୍ଟକୁ ହାଇବ୍ରିଡ୍‌ ମଡେଲରେ ଆୟୋଜନ କରାଯାଇଛି ।

Tags: champions trophyindiapakistan
ShareTweetShareSend
Sanchar Live

Sanchar Live

Next Post
ଟୁଇନ ସିଟିକୁ ଜଗିବ AI କ୍ୟାମେରା

ଟୁଇନ ସିଟିକୁ ଜଗିବ AI କ୍ୟାମେରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.