Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବାହା ହେବ ବୋଲି ବାପାକୁ ମାରିଲା ପୁଅ¡

Sanchar Live by Sanchar Live
February 10, 2025
in ଅପରାଧ
0
ବାହା ହେବ ବୋଲି ବାପାକୁ ମାରିଲା ପୁଅ¡

Oplus_0

0
SHARES
15
VIEWS
FacebookTwitter

ପୁଅର ଏକା ଜିଦ୍ ବାହା ହେବ। ହେଲେ ବାପା ଚାହୁଁଥିଲେ ପୁଅ ଆଗ ଭଲକରି କାମ ଧନ୍ଦା କରୁ, ତା’ ପରେ ଯାଇ ବାହା ହେବ । ଗତକାଲି ରାତିରେ ଏହି କଥାକୁ ନେଇ ଉଭୟ ବାପ ପୁଅଙ୍କ ମଧ୍ୟରେ ପ୍ରବଳ ଯୁକ୍ତିତର୍କ ହୋଇଥିଲା । ଆଉ ତା’ପରେ ଉତକ୍ଷିପ୍ତ ସୈତାନ୍ ପୁଅ କେହି କିଛି ବୁଝିବା ଆଗରୁ ଏକ କାଠ ଫାଳିଆ ନେଇ ସିଧା ବାପାଙ୍କ ମୁଣ୍ଡକୁ ପିଟିଦେଇଥିଲା । ଘଟଣାଟି ଘଟିଛି ଯୋଡ଼ା ପୌରାଞ୍ଚଳର ୧୩ ନଂ ୱାର୍ଡ ବାଂଶପାଣି ଅଞ୍ଚଳରେ । ପରିବାର ଲୋକେ ମୁମୂର୍ଷୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଟାଟା ଷ୍ଟିଲ ହସ୍ପିଟାଲକୁ ନେଇଥିଲେ । ମାତ୍ର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର। ମୃତକ ହେଉଛନ୍ତି ଯୋଡ଼ା ଥାନା ବାଂଶପାଣି ଟୋଲ ଗେଟ୍ ଅଞ୍ଚଳର ଅଜୟ ସେଠୀ । ହତ୍ୟାକାଣ୍ଡ ସମ୍ପର୍କରେ ଖବର ପାଇ ଯୋଡ଼ା ପୋଲିସ୍ ଘଟଣାର କରି ଛାନ୍ ଭିନ୍ ଆରମ୍ଭ କରିଛି । ମୃତଦେହକୁ ଜବତ୍ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଭିଯୁକ୍ତ ପୁଅ ବିକାଶ ସେଠୀକୁ ଗିରଫ କରି ଅଧିକ ପଚରାଉଚରା କରୁଛି ।

Tags: Champuacrime
ShareTweetShareSend
Sanchar Live

Sanchar Live

Next Post
ଏନଟିପିସି ପାୱାର ପ୍ଲାଣ୍ଟକୁ ବନ୍ଦ କରିଦେଲେ ଗ୍ରାମବାସୀ

ଏନଟିପିସି ପାୱାର ପ୍ଲାଣ୍ଟକୁ ବନ୍ଦ କରିଦେଲେ ଗ୍ରାମବାସୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.