Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜଧାନୀରେ ଖୋଲିଲା ଦେଶର ପ୍ରଥମ ଚାଉଳ ଏଟିଏମ୍

Sanchar Live by Sanchar Live
August 8, 2024
in ଓଡିଶା
0
ରାଜଧାନୀରେ ଖୋଲିଲା ଦେଶର ପ୍ରଥମ ଚାଉଳ ଏଟିଏମ୍
0
SHARES
873
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜଧାନୀରେ ଖୋଲିଥିବା ଦେଶର ପ୍ରଥମ ଚାଉଳ ଏଟିଏମ୍‌ ଯଦି ସଫଳ ହୁଏ ତେବେ ଆଗାମୀ ଦିନରେ ଏହା ସବୁ ଜିଲ୍ଲା ଆଉ ବ୍ଲକରେ ଖୋଲିବ । ଏବେ ଏଟିଏମ୍‌ରୁ ଆପଣ ଉଠାଇ ପାରିବେ ଚାଉଳ । ଭୁବନେଶ୍ୱରରେ ଖୋଲିଛି ଦେଶର ପ୍ରଥମ ଚାଉଳ ଏଟିଏମ୍ । ମଞ୍ଚେଶ୍ବର ସ୍ଥିତ ଚାଉଳ ଗୋଦାମଠାରେ ଖୋଲିଛି ଏହି ରାଇସ୍ ଏଟିଏମ୍‌ । ଏହି ଚାଉଳ ଏଟିଏମ୍‌କୁ ଉଦଘାଟନ କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏହି ଏଟିଏମରୁ ଜଣେ ହିତାଧିକାରୀ ନିଜ କାର୍ଡ ନମ୍ବର ମାରି ଥମ୍ବ ସ୍କାନ କରି ଚାଉଳ ନେଇପାରିବେ।

Tags: bhubaneswarodisharice atm
ShareTweetShareSend
Sanchar Live

Sanchar Live

Next Post
ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ପରଲୋକ

ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ପରଲୋକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.