Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାତ୍ୟା ସମୟ ଜନ୍ମହେଲେ ୧୬ଶହ ଶିଶୁ

Sanchar Live by Sanchar Live
October 25, 2024
in ଓଡିଶା
0
ବାତ୍ୟା ସମୟ ଜନ୍ମହେଲେ ୧୬ଶହ ଶିଶୁ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ବାତ୍ୟା ଲ୍ୟାଣ୍ଡଫଲ କରିବା ପୂର୍ବରୁ ଏକ ତଥ୍ୟ ସାମ୍ନାକୁ ଆସିଛି । ବାତ୍ୟା ଆସିବା ପୂର୍ବରୁ ରାଜ୍ୟରେ ପ୍ରାୟ ୧୬୦୦ ଛୁଆ ଜନ୍ମ ହୋଇଛନ୍ତି । ସମସ୍ତ ନବଜାତକ ଓ ମା ମାନେ ସୁସ୍ଥ ଥିବା ଜଣାପଡିଛି । ଗତକାଲି ଏସଆରସିଙ୍କ କାର୍ଯ୍ୟାଳୟରେ ଗଣମାଧ୍ୟମକୁ ବାତ୍ୟା ମୁକାବିଲା ସଂପର୍କିତ ସୂଚନା ଦେବା ସମୟରେ ଏଭଳି କିଛି ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାତ୍ୟା ପୂର୍ବରୁ ଗର୍ଭବତୀ ଓ ପ୍ରସୂତୀ ମାନଙ୍କୁ ମେଡ଼ିକାଲକୁ ଅଣାଯାଇଥିବା ବେଳେ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ବାତ୍ୟା ସମୟରେ ପିଲା ଭଲରେ ଭଲରେ ଜନ୍ମ ହୋଇଥିବାରୁ ବେଶ ଖୁସି ଅଛନ୍ତି ପରିବାର ଲୋକେ । ଏନେଇ ସରକାରଙ୍କୁ ବିଭିନ୍ନ ପରିବାର ପକ୍ଷରୁ ଧନ୍ୟବାଦ ଦିଆଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ , ବାତ୍ୟାକୁ ଦୃଷ୍ଟିରେ ରଖି ଏଯାବତ ୫ ଲକ୍ଷ ୮୪ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା । ମୋଟ ପ୍ରାୟ ୬ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ କରାଯାଇଥିଲା । ୮୩୮୨ଟି ବାତ୍ୟା ଆଶ୍ରୟସ୍ଥଳୀରେ ଲୋକମାନଙ୍କୁ ରଖାଯାଇଛି । ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ ୧.୭୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ମୟୂରଭଂଜ ଜିଲ୍ଲାରେ ଲକ୍ଷେ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ ଭଦ୍ରକରେ ୭୫ ହଜାର, ଯାଜପୁରରେ ୬୦ ହଜାର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ୪୬ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ମୋଟ ୪୪୨୧ ଆସନ୍ନ ପ୍ରସବାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ପ୍ରାୟ ୧୬ଶହ ଗର୍ଭବତୀ ପ୍ରସବ କରିସାରିଛନ୍ତି ।

Tags: cycloneodisha
ShareTweetShareSend
Sanchar Live

Sanchar Live

Next Post
ସକାଳ ୮ଟାରୁ ଆରମ୍ଭ ହେଲା ବିମାନ ସେବା

ସକାଳ ୮ଟାରୁ ଆରମ୍ଭ ହେଲା ବିମାନ ସେବା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.