Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବରିଷ୍ଠ କିରାଣୀ

Sanchar Live by Sanchar Live
March 28, 2025
in ଓଡିଶା
0
ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବରିଷ୍ଠ କିରାଣୀ
0
SHARES
14
VIEWS
FacebookTwitter

ଜମିବାଡ଼ି ଭାଗ କରେଇ ଦେବା ପାଇଁ ଲାଞ୍ଚ ମାଗିଥିଲେ ଆଠମଲ୍ଲିକ ତହସିଲ ଅଫିସ୍‌ର ବରିଷ୍ଠ କିରାଣୀ । ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ଗିରଫ ହେଲେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ । ତାଙ୍କୁ ଠାରୁ ଭିଜିଲାନ୍ସ ଟିମ୍‌ ସମସ୍ତ ରଙ୍ଗବୋଳା ଟଙ୍କା ଜବତ କରିଛି ।

ସୂଚନା ମୁତାବକ, କେନ୍ଦୁପାଟି ଗ୍ରାମର ଚରଣ ନାୟକଙ୍କ ଜମିବାଡ଼ି ଭାଗ କରେଇ ଦେବା ପାଇଁ  ୬ ମାସ ଯାଏଁ ଦଉଡ଼ାଇଥିଲେ ବରିଷ୍ଠ କିରାଣୀ । ପରେ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ । ଏନେଇ ଚରଣ ନାୟକ ଭିଜିଲାନ୍ସ କର୍ମଚାରୀଙ୍କୁ ଜଣାଇଥିଲେ । ଖବର ପାଇ ଲାଞ୍ଚ ନେବା ସ୍ଥଳରେ ଭିଜିଲାନ୍ସ ଟିମ୍‌ ଛକି ବସିଥିଲା । ଲାଞ୍ଚ ଟଙ୍କା ନେବା ମାତ୍ରେ ଅନୁଗୁଳ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିଲା । ହଠାତ୍‌ ଚଢାଉ କରି ସମସ୍ତ ରଙ୍ଗ ବୋଳା ଟଙ୍କା ଜବତ କରିବା ସହ ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍‌ ।

Tags: Attamallikvigilanceraid
ShareTweetShareSend
Sanchar Live

Sanchar Live

Next Post
ଯାଜପୁରରେ ଅନୁସୂଚିତ ଜାତି ଓ ଜନଜାତିଙ୍କୁ ସର୍ବାଧିକ ନିର୍ଯାତନା

ଯାଜପୁରରେ ଅନୁସୂଚିତ ଜାତି ଓ ଜନଜାତିଙ୍କୁ ସର୍ବାଧିକ ନିର୍ଯାତନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.