Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୨ ଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
September 6, 2024
in ଓଡିଶା
0
୨ ଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୮ତାରିଖରେ ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ପଶ୍ଚିମଓଡ଼ିଶାର ଗଣପର୍ବ ନୂଆଖାଇ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସେଠାରେ ‘ସିଏମ୍ କିଷାନ ଯୋଜନା’ର ଶୁଭାରମ୍ଭ କରିବେ ବୋଲି ଜଣାପଡ଼ିଛି । କାଳିଆ ଯୋଜନାର ସଂଶୋଧିତ ନାମ ‘ସିଏମ କିଷାନ ଯୋଜନା’ ।

ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସେପ୍ଟେମ୍ବର ୮ତାରିଖରେ ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯାଇ ପ୍ରଥମଦିନ ରବିବାର ‘ସିଏମ୍ କିଷାନ ଯୋଜନା’ର ଶୁଭାରମ୍ଭ କରିବେ । ସମ୍ବଲପୁରରେ ‘ନୂଆଖାଇ ଭେଟଘାଟ’ କାର୍ଯ୍ୟକ୍ରମରେ ସାମିଲ ହେବା ସହ ପ୍ରତ୍ୟକ୍ଷ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା ମଧ୍ୟ କରିବାର କାର୍ଯ୍ୟକ୍ରମ ରହିଛି ।

Tags: mohan majhiodishasambalpur
ShareTweetShareSend
Sanchar Live

Sanchar Live

Next Post
ଆଜି ସପ୍ତପୁରୀ ଅମାବାସ୍ୟା

ଆଜି ଶ୍ରୀମନ୍ଦିରରେ ଅନ୍ଧ ଲୀଳା ନୀତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.