Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଗାମୀ ୨୮ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

Sanchar Live by Sanchar Live
October 24, 2024
in ଓଡିଶା
0
ପୁଞ୍ଜି ବିନିଯୋଗ ନେଇ ସକାରାତ୍ମକ ଆଲୋଚନା ହୋଇଛି : ମୁଖ୍ଯମନ୍ତ୍ରୀ
0
SHARES
10
VIEWS
FacebookTwitter
ସଂଚାର ବ୍ୟୁରୋ: ଆଗାମୀ ୨୮ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ।  ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର  କାର୍ଯ୍ୟକୁ  ଦୃଷ୍ଟିରେ ରଖି, ଅକ୍ଟୋବର ୨୮ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ।
ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Tags: cm mohan majhiodisha
ShareTweetShareSend
Sanchar Live

Sanchar Live

Next Post
ବାତ୍ଯାକୁ ନଜରରେ ରଖି ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କଲା ପୁରୀ ପ୍ରଶାସନ

ନଜର ପକାନ୍ତୁ ବାତ୍ୟା ଅପଡେଟ୍ ଉପରେ ...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.