Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନେପାଳ ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସକୁ ଫେରି ଆସିବା ପାଇଁ ଅପିଲ କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
February 19, 2025
in ଓଡିଶା
0
ପରୀକ୍ଷା ପୂର୍ବରୁ ପିଲାଙ୍କ ମନୋବଳ ବୃଦ୍ଧି କଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
0
SHARES
22
VIEWS
FacebookTwitter

ଭୁବନେଶ୍ୱର : ନେପାଳ ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସକୁ ଫେରି ଆସିବା ପାଇଁ ଅପିଲ କଲେ ମୁଖ୍ୟମନ୍ତ୍ରୀ । ଗତ ରବିବାର ଦିନ କିଟ୍‌ ବିଶ୍ବବିଦ୍ୟାଳୟରେ ଇଞ୍ଜିନିୟରିଂ ଛାତ୍ରୀଙ୍କ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନେପାଳ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହିତ କଥା ହୋଇଛନ୍ତି ।

ଏ ପ୍ରସଙ୍ଗରେ ନେପାଳ ଅଧିକାରୀଙ୍କ ସହ ଆଲୋଚନା କଲେ ଉଚ୍ଚ ଶିକ୍ଷା ଅଧିକାରୀ ।  ନେପାଳ କାଉନ୍ ସେଲର ସଂଜୀବ ଦାସ ଶର୍ମାଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । କ୍ୟାମ୍ପସରେ ସ୍ଵାଭାବିକତା ଫେରେଇ ଆଣିବାକୁ ଆଶ୍ଵାସନା ଦେଇଛନ୍ତି ।  ମୃତ କିଟ୍‌ ଛାତ୍ରୀଙ୍କୁ ନ୍ୟାୟ ମିଳିବା ନେଇ ଆଶ୍ଵାସନା ଦେଲେ ।

ନେପାଳ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ମନ୍ତ୍ରୀ ମୁକେଶ ମହାଲିଙ୍ଗ, ସୂର୍ଯ୍ୟବଂଶୀ ସୂରଜ ଓ ମୁଖ୍ୟ ସଚିବଙ୍କ ସହ ଆଲୋଚନା କରିଛନ୍ତି। ନେପାଳ ବୈଦେଶିକ ମନ୍ତ୍ରୀ ମଧ୍ୟ ସୂର୍ଯ୍ୟବଂଶୀଙ୍କ ସହ କଥା ହୋଇଛନ୍ତି।  କିଟ୍‌ ବିଶ୍ବବିଦ୍ୟାଳୟରେ ସ୍ଥିତି ସ୍ବାଭାବିକ ଅବସ୍ଥା ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।

Tags: cm mohan majhiKiitnepal student
ShareTweetShareSend
Sanchar Live

Sanchar Live

Next Post
ICC ରାଙ୍କିଂ, ଶୁବମନ ଗିଲ ନଂ ୧

ICC ରାଙ୍କିଂ, ଶୁବମନ ଗିଲ ନଂ ୧

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.