Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାରବାଟୀ ଷ୍ଟାଡିୟମର ପୁନରୁଦ୍ଧାର ଓ ସଂପ୍ରସାରଣ କରାଯିବ : ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
January 31, 2025
in ଓଡିଶା
0
ବାରବାଟୀ ଷ୍ଟାଡିୟମର ପୁନରୁଦ୍ଧାର ଓ ସଂପ୍ରସାରଣ କରାଯିବ : ମୁଖ୍ୟମନ୍ତ୍ରୀ
0
SHARES
10
VIEWS
FacebookTwitter

କଟକ : ବାରବାଟୀ ଷ୍ଟାଡିୟମର ପୁନରୁଦ୍ଧାର  ଓ ସଂପ୍ରସାରଣ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି କହିଲେ ଓସିଏ ସମ୍ପାଦକ । ଡିପିଆର ପ୍ରସ୍ତୁତ କରି ସରକାରଙ୍କୁ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଷ୍ଟାଡିୟମରେ କ୍ରିକେଟ ସହ ଅନ୍ୟ ଖେଳର ବିକାଶ ମଧ୍ୟ କରାଯିବ । ଅନ୍ୟପଟେ  ବାରବାଟୀ ଷ୍ଟାଡିୟମରେ   ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଲି ସମୀକ୍ଷା କରିଛନ୍ତି । ୯ ତାରିଖରେ ଅନୁଷ୍ଠିତ ହେବ ଦିନିକିଆ ମ୍ୟାଚ । ଦିନିକିଆ ମ୍ୟାଚ ଖେଳିବେ ଭାରତ – ଇଂଲଣ୍ଡ । ମ୍ୟାଚ ପୂର୍ବରୁ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଭାରତ-ଇଂଲାଣ୍ଡ ଦିନିକିଆ ମ୍ୟାଚ ପାଇଁ ଓଡ଼ଆ ଥିମ୍ ସଙ୍ଗ ଉନ୍ମୋଚିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କ୍ରୀଡ଼ାମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀଙ୍କ ଉପସ୍ଥିତିରେ ଏହାର ଉନ୍ମୋଚନ କରାଯାଇଛି। ଜଣାଶୁଣା ସଙ୍ଗୀତକାର ପ୍ରେମ ଆନନ୍ଦ ଏହାର ସ୍ବର ସଂଯୋଜକ। ଫେବ୍ରୁଆରି ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲାଣ୍ଡ ମଧ୍ୟରେ ୱାନଡେ ମ୍ୟାଚ ଖେଳାଯିବ। ୨ ତାରିଖରୁ ଅନଲାଇନ୍ ଟିକେଟ୍ ଏବଂ ୬ ଓ ୭ ତାରିଖରେ କାଉଣ୍ଟରରେ ମିଳିବ।

ଏଣେ ଭାରତ-ଇଂଲାଣ୍ଡ ଦିନିକିଆ ମ୍ୟାଚ ପାଇଁ ଓଡ଼ଆ ଥିମ୍ ସଙ୍ଗ ଉନ୍ମୋଚିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କ୍ରୀଡ଼ାମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀଙ୍କ ଉପସ୍ଥିତିରେ ଏହାର ଉନ୍ମୋଚନ କରାଯାଇଛି। ଜଣାଶୁଣା ସଙ୍ଗୀତକାର ପ୍ରେମ ଆନନ୍ଦ ଏହାର ସ୍ବର ସଂଯୋଜକ।

Tags: barabatistadiumcuttackmohanmajhi
ShareTweetShareSend
Sanchar Live

Sanchar Live

Next Post
ବଦଳିଯିବ UPI ନିୟମ, ଏହି ପରିବର୍ତ୍ତନ ନ କଲେ ବନ୍ଦ ହୋଇଯିବ ସର୍ଭିସ

ବଦଳିଯିବ UPI ନିୟମ, ଏହି ପରିବର୍ତ୍ତନ ନ କଲେ ବନ୍ଦ ହୋଇଯିବ ସର୍ଭିସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.