Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଗାଁରେ ଦୀପାବଳି ପାଳିବେ ମୁଖ୍ଯମନ୍ତ୍ରୀ

Sanchar Live by Sanchar Live
October 31, 2024
in ଓଡିଶା
0
ପୁଞ୍ଜି ବିନିଯୋଗ ନେଇ ସକାରାତ୍ମକ ଆଲୋଚନା ହୋଇଛି : ମୁଖ୍ଯମନ୍ତ୍ରୀ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ଜନ୍ମମାଟିରେ ଦୀପାବଳି ପାଳନ କରିବେ।

ଗାଁରେ ପରିବାର ଏବଂ ଗାଁ ଲୋକଙ୍କ ଗହଣରେ ଆଦିବାସୀଙ୍କ ସଂସ୍କୃତି ଓ ପରମ୍ପରା ଅନୁଯାୟୀ ଦୀପାବଳି ପାଳନ କରିବେ। ଦୀପାବଳିରେ ଆଦିବାସୀମାନେ ସୋହରାଇ ପୂଜା କରିଥାନ୍ତି । ମୁଖ୍ୟମନ୍ତ୍ରୀ ଗାଁରେ ଦୀପାବଳି ଅବସରରେ ଏହି ପୂଜାରେ ସାମିଲ ହେବେ ।

ସୂଚନାଯୋଗ୍ୟ, ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରର ମୋହନ ଚରଣ ମାଝୀ ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ‌ପୋଷ୍ଟ କରିଛନ୍ତି ଯେ,  ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ। ଦୀପାବଳି ଅବସରରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର ହୋଇ ଜ୍ଞାନର ଅଭ୍ୟୁଦୟ ହେଉ ଏତିକି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୋର ପ୍ରାର୍ଥନା ।

ShareTweetShareSend
Sanchar Live

Sanchar Live

Next Post
ପୁଟପାଥରୁ ଦୀପ କିଣିଲେ ମୁଖ୍ୟମନ୍ତ୍ରୀ

ପୁଟପାଥରୁ ଦୀପ କିଣିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.