Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କଟକବାସୀଙ୍କୁ ମୁଖ୍ଯମନ୍ତ୍ରୀ ଦେଲେ ଖୁସି ଖବର

Sanchar Live by Sanchar Live
October 12, 2024
in ଓଡିଶା
0
ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ଛବି ସୁଧାର
0
SHARES
26
VIEWS
FacebookTwitter

ସଂଚାର ବ୍ୟୁରୋ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା  । କଟକ ହେବ ସ୍ମାର୍ଟ ସିଟି ।  କଟକରେ ପୂଜା ମଣ୍ଡପ ବୁଲିବା ପରେ ମୁଖ୍ୟମନ୍ତ୍ରୀ ଏନେଇ ସୂଚନା ଦେଇଛନ୍ତି ।  ମୁଖ୍ୟମନ୍ତ୍ରୀ କହିଛନ୍ତି, କଟକ ସହର ହେଉଛି ଭାଇଚାରାର ସହର । ଏହା ମୋର ସୌଭାଗ୍ୟ ଯେ, ମୁଁ ଆଜି ମାଆଙ୍କ ଦର୍ଶନ କଲି । କଟକର ସର୍ବାଙ୍ଗୀନ ଉନ୍ନତି ପାଇଁ ଆମେ ଧ୍ୟାନ ଦେବୁ  ବୋଲି କହିଥିଲେ ।

ଶନିବାର କଟକର  ବିଭିନ୍ନ ମଣ୍ଡପ  ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।ଶନିବାର ସକାଳୁ ପ୍ରଥମେ ପ୍ରତାପ ନଗରୀରୁ ଦଶହରା ବୁଲା ଆରମ୍ଭ କରିଥିଲେ। ପରେ ବିଭିନ୍ନ ମଣ୍ଡପ ବୁଲିବା ସହ  କଟକ ସିଡିଏ ରେ ଏହା ଶେଷ ହୋଇଥିଲା। ମୁଖ୍ୟମନ୍ତ୍ରୀ ସହରର ପ୍ରାୟ ୩୫ ଟି ମଣ୍ଡପ ଯାଇ ମା’ ଙ୍କୁ ଦର୍ଶନ କରିବା ସହ ସୁନା ଓ ଚାନ୍ଦି ମେଢ଼ ଦେଖି ମା’ଙ୍କ ଆଶୀର୍ବାଦ ନେଇଥିଲେ।

 କଟକ ସହର ଦଶହରା ବୁଲିବା ମୋର ସୌଭାଗ୍ୟ । ମା’ ଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଛି। କଟକ ସହରକୁ ସ୍ମାର୍ଟ ସିଟି କରିବା ସହ ସହରର ସର୍ବାଙ୍ଗୀନ ଉନ୍ନତି ଦିଗରେ କାର୍ଯ୍ୟ କରିବୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି।

Tags: cuttackmohan majhi
ShareTweetShareSend
Sanchar Live

Sanchar Live

Next Post
ଆଜି ନୂଆଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝରରେ ମୁଖ୍ଯମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.