Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କାଲି ଚାଷୀଙ୍କ ଖାତାକୁ ଆସିବ ସିଏମ କିଷାନ ଟଙ୍କା

Sanchar Live by Sanchar Live
April 29, 2025
in ଓଡିଶା
0
କାଲି ଚାଷୀଙ୍କ ଖାତାକୁ ଆସିବ ସିଏମ କିଷାନ ଟଙ୍କା
0
SHARES
69
VIEWS
FacebookTwitter

ଭୁବନେଶ୍ୱର: ଚାଷୀଙ୍କ ପାଇଁ ଖୁସି ଖବର । ଆସନ୍ତାକାଲି ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଷୀଙ୍କୁ ଦେବେ ବଡ଼ ଭେଟି । ସିଏମ୍ କିଷାନ ଯୋଜନା ମାଧ୍ୟମରେ ୫୦ଲକ୍ଷ ଚାଷୀ ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ପାଇବେ। ବର୍ଷକୁ ୨ଟି କିସ୍ତିରେ ଚାଷୀଙ୍କୁ ସିଏମ କିଷାନ୍‌ ଟଙ୍କା ମିଳୁଛି । ନୂଆଖାଇ ଓ ଅକ୍ଷୟ ତୃତୀୟା ଅବସରରେ ସରକାର ଚାଷୀଙ୍କୁ ଟଙ୍କା ଦେବେ।

ସେହିପରି ପିଏମ କିଷାନ ଯୋଜନାରେ ବର୍ଷକୁ ୩ଟି କିସ୍ତିରେ ସରକାର ଚାଷୀଙ୍କୁ ଟଙ୍କା ଦେବେ। ପିଏମ୍‌ କିଷାନ ଓ ସିଏମ୍‌ କିଷାନ ଯୋଜନା ମାଧ୍ୟମରେ ଚାଷୀମାନେ ବାର୍ଷିକ ୧୦ ହଜାର ଟଙ୍କା ପାଇବେ। ରାଜ୍ୟ ଓ ଦେଶରେ କୃଷି ଓ କୃଷକକୁ ପ୍ରାଧାନ୍ୟ ଦିଆଯାଇ ଏପରି ନିଷ୍ପତ୍ତି ନିଆଯାଇଛି । ସିଏମ କିଷାନ ଯୋଜନାରେ ନାମମାତ୍ର, ଖୁଦ୍ର ଏବଂ ଭୂମିହୀନ ଚାଷୀମାନେ ମଧ୍ୟ ଅନ୍ତର୍ଭୁକ୍ତ । ଯୋଗ୍ୟ ବିବେଚିତ ଚାଷୀମାନଙ୍କୁ ସିଏମ୍ କିଷାନ ଟଙ୍କା ମିଳିବ ।

Tags: cm kishanodisha
ShareTweetShareSend
Sanchar Live

Sanchar Live

Next Post
ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ଵାଜା ଆସିଫଙ୍କ ଏକ୍ସ ଆକାଉଣ୍ଟ ସସପେଣ୍ଡ

ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ଵାଜା ଆସିଫଙ୍କ ଏକ୍ସ ଆକାଉଣ୍ଟ ସସପେଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.