Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ, ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ଟଙ୍କା

Sanchar Live by Sanchar Live
September 8, 2024
in ଓଡିଶା
0
ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ, ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ଟଙ୍କା
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ସମ୍ୱଲପୁରରେ ସିଏମ୍‌ କିଷାନ ସହାୟତା ଶୁଭାରମ୍ଭ କାର୍ଯ୍ୟକ୍ରମ । ଗଙ୍ଗାଧର ମେହେର ବିଶ୍ୱବିଦ୍ୟଳୟରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ସିଏମ୍‌ କିଷାନ ପୋର୍ଟାଲର ହେବ ଉନ୍ମୋଚନ । ଏହି ଅଞ୍ଚଳକୁ ଆହୁରି କୃଷିଭିତ୍ତିକ କରାଯିବ । ଓଡିଆ ସ୍ୱାଭିମାନ, ଅସ୍ମିତା, ମା’ର ବିଜୟ ହୋଇଛି କହିଲେ ଧର୍ମେନ୍ଦ୍ର । ୧୦୦ ଟଙ୍କା କହି ମୁହଁ ବୁଲେଇଥିଲ, ମୋହନ ସରକାର ୮୦୦ ଟଙ୍କା ଅଧିକ ଦେବେ ବୋଲି କହିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ୱୋଧନ କରିଥିଲେ। ଧର୍ମେନ୍ଦ୍ର କହିଛନ୍ତି ଯେ, ଆମର ପ୍ରତିବଦ୍ଧତା ଚାଷୀ, ଯୁବବର୍ଗ, ପଛୁଆ ବର୍ଗଙ୍କ ପାଖରେ ଅଛି । ଏଣିକି ସାଧାରଣ ଲୋକଙ୍କ ପାଇଁ ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର ।

ପବିତ୍ର ନୂଆ ଖାଇ ଅବସରରେ ସି. ଏମ କିଷାନ ପୋର୍ଟାଲ ଉନ୍ମୋଚନ, ପିଏମ କିଶାନ ଯୋଜନାର ସ୍ଵତନ୍ତ୍ର ଅଭିଯାନ, କୃଷକ ଓଡ଼ିଶା ୟୁନିଫାଏଡ୍ ପୋର୍ଟାଲର ଉନ୍ମୋଚନ କରିବେ ମୁଖ୍ୟମନ୍ତ୍ରୀ। ପ୍ରାୟ ୪୬ ଲକ୍ଷ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପାରିବାରକୁ ୯୨୫କୋଟି ଉର୍ଦ୍ଧ୍ବ ଟଙ୍କାର ଆର୍ଥିକ ସହାୟତା ଡିବିଟି ମଧ୍ୟମରେ ହସ୍ତାନ୍ତର କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Tags: cm kishan yojanafarmerodisha
ShareTweetShareSend
Sanchar Live

Sanchar Live

Next Post
ଗଣେଶ ପୂଜାରେ ଦୁର୍ଘଟଣା, ୨ ମୃତ

ବସ୍- ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.