Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମୁଖ୍ୟମନ୍ତ୍ରୀଙ୍କର ମୟୁରଭଞ୍ଜ ଜିଲ୍ଲା ଗସ୍ତ ବାତିଲ

Sanchar Live by Sanchar Live
September 22, 2024
in ଓଡିଶା
0
ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଯାନ୍ତ୍ରୀକ ତ୍ରୁଟି ଯୋଗୁଁ ଉଡ଼ିପାରିଲାନି ମୁଖ୍ୟମନ୍ତ୍ରୀଙ୍କର ହେଲିକପ୍ଟର୍ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କର ମୟୁରଭଞ୍ଜ ଜିଲ୍ଲା ଗସ୍ତ ବାତିଲ ହୋଇଛି । ସଡ଼କ ପଥରେ ଭୁବନେଶ୍ଵର ଫେରିଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି କେନ୍ଦୁଝର ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କର ୩ ଦିନିଆ ଗସ୍ତ କାର୍ଯ୍ୟକ୍ରମର ଶେଷ ଦିନ ଥିବା ବେଳେ, ରାଇସୁଆଁ ଏୟାର ଷ୍ଟ୍ରିପରୁ ମୁଖ୍ୟମନ୍ତ୍ରୀ ହେଲିକପ୍ଟର୍ ଯୋଗେ ବାରିପଦା ଯିବାର କାର୍ଯ୍ୟକ୍ରମ ଥିଲା । ହେଲେ, ହେଲିକ୍ୟାପ୍ଟର୍ ରେ ଯାନ୍ତ୍ରୀକ ତ୍ରୁଟି ଦେଖାଦେବାରୁ ମୁଖ୍ୟମନ୍ତ୍ରୀ ବାରିପଦା ଯାଇପାରି ନଥିଲେ । ସଡ଼କ ପଥରେ ମୁଖ୍ୟମନ୍ତ୍ରୀ ଫେରିବେ ବୋଲି ସୂଚନା ମିଳିଛି ।

Tags: Mayurbhanjamohan majhi
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଂଚ ହେବ

ଧାର୍ଯ୍ୟ ସମୟର ଗୋଟିଏ ଦିନ ଆଗରୁ ସରିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.