Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମୁମ୍ବାଇରେ ଓଡିଶା ସରକାରଙ୍କ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ଼ ଶୋ’

Sanchar Live by Sanchar Live
October 15, 2024
in ଓଡିଶା
0
ମୁମ୍ବାଇରେ ଓଡିଶା ସରକାରଙ୍କ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ଼ ଶୋ’
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ମୁମ୍ବାଇରେ ଓଡିଶା ସରକାରଙ୍କ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ଼ ଶୋ’ । ଆସନ୍ତା ୧୮ ଓ ୧୯ରେ ଶିଳ୍ପ ନଗରୀ ମୁମ୍ବାଇରେ ଆୟୋଜିତ ହେବ କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ଓ ରାଜ୍ୟର ବରିଷ୍ଠ ଅଧିକାରୀ । ରାଜ୍ୟରେ ଶିଳ୍ପାୟନ ଲାଗି ଦିଲ୍ଲୀ ପରେ ମୁମ୍ବାଇରେ ନିବେଶକ ଓ ପୁଞ୍ଜି ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର । ୧୮ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହେବାକୁ ଇଣ୍ଡିଆ କେମ. କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।

କାର୍ଯ୍ୟକ୍ରମକୁ ଉଦଘାଟନ କରିବେ କେନ୍ଦ୍ର ରସାୟନ ମନ୍ତ୍ରୀ ଜେ.ପି. ନଡ୍ଡା । ଓଡ଼ିଶାର ପାରାଦୀପ, ଗୋପାଳପୁର ଓ ଧାମରାରେ କେମିକାଲ ଶିଳ୍ପ ଆସିବା ଲାଗି ସମ୍ଭାବନା ରହିଛି । ୧୯ ତାରିଖରେ ୩୦୦ରୁ ଉର୍ଦ୍ଧ୍ବ ନିବେଶକଙ୍କ ସହ ଆଲୋଚନା କରିବେ ଓଡିଶା ସରକାର । ବିଭିନ୍ନ ସେକ୍ଟରର ନିବେଶକ ହେବେ ସାମିଲ । କେନ୍ଦୁଝରରେ ଏକ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟାସ୍କଫୋର୍ସ ଗଠନ ହୋଇଛି । ଟାସ୍କଫୋର୍ସର ଅଧ୍ୟକ୍ଷ ରହିଛନ୍ତି ମୁଖ୍ୟ ଶାସନ ସଚିବ । ଉକ୍ତ ଶିଳ୍ପ ପ୍ରତିଷ୍ଠା ଲାଗି ଦୁଇଟି ସ୍ଥାନ ନିରୂପଣ ଲାଗି ନିର୍ଦ୍ଦେଶ ରହିଛି ।

ଷ୍ଟିଲ ଶିଳ୍ପର ବଡ଼ ନିବେଶକଙ୍କ ସହ ଆଲୋଚନା ଚାଲିଛି । ପୂର୍ବ ସରକାର ଲୋକ ଦେଖାଣିଆ ଭାବେ ଷ୍ଟିଲ ପ୍ଲାଣ୍ଟ ଘୋଷଣା କରିଥିଲେ । ଲୋକଙ୍କ ସରକାର କଥାରେ ନୁହେଁ କାର୍ଯ୍ୟରେ କରି ଦେଖାଇବ । ନିଶ୍ଚୟ ଭାବେ କେନ୍ଦୁଝରରେ ମୋହନ ସରକାର ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବେ । ଓଡିଶା ଆଗାମୀ ଦିନରେ ଶିଳ୍ପରେ ହବ୍ ହେବାକୁ ଯାଉଛି ବୋଲି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ।

Tags: mohan majhimumbai
ShareTweetShareSend
Sanchar Live

Sanchar Live

Next Post
ଥମୁନି ଭାରତ-କାନାଡା କୂଟନୈତିକ ବିବାଦ

ଥମୁନି ଭାରତ-କାନାଡା କୂଟନୈତିକ ବିବାଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.