Friday, July 17, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
August 28, 2025
in ଓଡିଶା
0
ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
0
SHARES
18
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ହେଉଛି ପବିତ୍ର ନୂଆଁଖାଇ ପର୍ବ । ଏହି ପର୍ବକୁ ପଶ୍ଚିମ ଓଡ଼ିଶାର ଲୋକେ ବହୁତ ଧୁମ ଧାମର ସହ ପାଳନ କରନ୍ତି । ଏନେଇ ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ ଭିଡିଓ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ସଂସ୍କୃତି , ସମୃଦ୍ଧି ଓ ଏକତାର ପ୍ରତୀକ ନୂଆଁଖାଇ ତିହାର ।  ନୂଆ ଆଶା ନେଇ ଆସିଥିବା ଏହି ଉତ୍ସବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ ।  ଏହା ହିଁ ମୁଁ ମାଆ ସମଲେଇଙ୍କ ପାଖରେ ଗୁହାରି କରୁଛି । ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ପାଇଁ ସମସ୍ତଙ୍କ ଯୋଗଦାନ ପାଇଁ ଆହ୍ବାନ କଲେ ମୁଖ୍ୟମନ୍ତ୍ରୀ ।

ଅନ୍ୟପଟେ ପଶ୍ଚିମ ଓଡ଼ିଶାର ସମସ୍ତଙ୍କ ଘରେ ଘରେ ଚାଲିଛି ପିଠାପଣା ପ୍ରସ୍ତୁତି । ଇଷ୍ଟଦେବୀଙ୍କ ନିକଟରେ ନୂଆଧାନ ଲାଗି ହେବା ପରେ ପରିବାର ଖାଇବେ ନବାନ୍ନ ନୂଆଁଖାଇ ପାଇଁ ପୂରା ପଶ୍ଚିମ ଓଡ଼ିଶା ଉତ୍ସବମୁଖର ହୋଇପଡ଼ିଛି । ସମସ୍ତ ପ୍ରସ୍ତୁତି ପର୍ବ ଶେଷ ପର୍ଯ୍ୟାୟରେ । ସେହିଭଳି କଣ୍ଟାପାଲି ଜମିଦାରଙ୍କ ଘରୁ ମାଆଙ୍କ ପାଇଁ ସ୍ୱତନ୍ତ୍ର ନୂଆଁଖାଇ ଭାର ଆସିଛି । ଏହାରି ଭିତରେ ମାଆଙ୍କ ଅଳଙ୍କାର ମାର୍ଜଣା ମଧ୍ୟ କରାଯିବ।  ସମସ୍ତ ପ୍ରସ୍ତୁତି ସରିଛି । ଇଷ୍ଟଦେବୀଙ୍କୁ ପୂଜାର୍ଚ୍ଚନା ପରେ ନବାନ୍ନ ଖାଇବେ ପରିବାର ଲୋକେ ।

Tags: mohan majhiNuakhaiodisha
ShareTweetShareSend
Sanchar Live

Sanchar Live

Next Post
ସମ୍ବଲପୁରରେ ନୂଆଁଖାଇ ପାଳିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁରରେ ନୂଆଁଖାଇ ପାଳିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆକ୍ରମଣରେ ୪୫ ଜଣ ପାକିସ୍ତାନୀ ସେନାଙ୍କ ମୃତ୍ୟୁ
  • ଭକ୍ତଙ୍କୁ ରଥରୁ ଚାହିଁଛି କାଳିଆ
  • କିଡନୀ ଷ୍ଟୋନ୍ ଏବଂ କଫି ମଧ୍ୟରେ ସମ୍ପର୍କ, ଜାଣନ୍ତୁ ଅଜଣା କଥା
  • ପ୍ରେମ ପାଇଁ ଜୀବନ ହାରିଦେଲେ ନର୍ସ
  • ଫିଫା ବିଶ୍ୱକପ: ଫାଇନାଲରେ ସ୍ପେନ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.