Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟର ସମସ୍ତ ମାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ, ମାଣବସାରେ ମା ଲକ୍ଷ୍ମୀଙ୍କ ପାଖରେ ଲାଗି କରନ୍ତୁ ମାଣ୍ଡିଆ ଭୋଗ

Sanchar Live by Sanchar Live
November 10, 2024
in ଓଡିଶା
0
ରାଜ୍ୟର ସମସ୍ତ ମାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ, ମାଣବସାରେ ମା ଲକ୍ଷ୍ମୀଙ୍କ ପାଖରେ ଲାଗି କରନ୍ତୁ ମାଣ୍ଡିଆ ଭୋଗ

Oplus_131072

0
SHARES
2
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟର ସମସ୍ତ ମା ମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ନିବେଦନ । ମାର୍ଗଶିର ମାସ ମାଣବସା ଗୁରୁବାରରେ ମାଣ୍ଡିଆରେ ପ୍ରସ୍ତୁତ ନୈବେଦ୍ୟ ଲାଗି କରାଯାଉ । ମା ଲକ୍ଷ୍ମୀଙ୍କ ନିକଟରେ ମାଣ୍ଡିଆ ଏବଂ ମାଣ୍ଡିଆ ଦ୍ୱାରା ପ୍ରସ୍ତୁତ ଭୋଗ ଲାଗି କରିବାକୁ ମାଆ ମାନଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ମାଣ୍ଡିଆ ଦ୍ୱାରା ପ୍ରସ୍ତୁତ ବ୍ୟଞ୍ଜନ ପରିବାର ଲୋକଙ୍କୁ ଖୁଆଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅନୁରୋଧ କରିଛନ୍ତି । ଶ୍ରୀଅନ୍ନ ଓ ବିସ୍ତୃତ ଖାଦ୍ୟ ସମ୍ମିଳନୀରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହି ନିବେଦନ କରିଛନ୍ତି ।

ମିଲେଟ୍କୁ ପ୍ରୋତ୍ସାହିତ କରିବାକୁ ରାଜ୍ୟ କୃଷି ବିଭାଗର ଉଦ୍ୟମ । କୃଷି ବିଭାଗ ପକ୍ଷରୁ ଆୟୋଜିତ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟ ଆନ୍ତର୍ଜାତିକ ସମ୍ମିଳନୀ ହୋଇଛି । ଲୋକସେବା ଭବନରେ ଆୟୋଜିତ ଏହି ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୧୭୭ ବ୍ଲକ୍ରେ ମାଣ୍ଡିଆ ଚାଷ ହେଉଛି । ବର୍ତ୍ତମାନ ମିଲେଟ୍ ହବ୍ ପାଇଁ ବାତାବରଣ ସୃଷ୍ଟି ହୋଇଛି । ମାଣ୍ଡିଆ ଉତ୍ପାଦନ ଓ ବିକ୍ରିବଟା ପାଇଁ ଗୁରୁତ୍ଵ ଦେଉଛନ୍ତି । ମାଣ୍ଡିଆର ଚାହିଦା ବୃଦ୍ଧି ସହ ଚାଷୀ କିପରି ଆଗ୍ରହ ପ୍ରକାଶ କରିବ ସେନେଇ ଯୋଜନା ହେଉଛି । ଆଗକୁ ରପ୍ତାନି ବ୍ୟବସ୍ଥା ବି କରାଯିବ । ସରକାରୀ କ୍ୟାଣ୍ଟିନ୍, ସ୍କୁଲ ଓ ଡାକ୍ତରଖାନାକୁ ମାଣ୍ଡିଆ ଯୋଗାଇ ଦେବାକୁ ବ୍ୟବସ୍ଥା ହେବ । ବାଜରା, ଜୱାର ଓ ମାଣ୍ଡିଆ ଆଦୃତ ହୋଇଛି ।

ମାଣ୍ଡିଆରେ ଧାନଠାରୁ ୧୦ଗୁଣ ଖାଦ୍ୟ ତନ୍ତୁ ରହିଛି । କ୍ଷୀରଠାରୁ ୩ ଗୁଣା କ୍ୟାଲସିୟମ୍ ରହିଛି । ଶ୍ରୀ ଅନ୍ନ ସୁପର୍ ଫୁଡ୍ର ମାନ୍ୟତା ପାଇଛି । ସବୁ ସ୍ଥାନରେ ମାଣ୍ଡିଆ ଦ୍ଵାରା ପ୍ରସ୍ତୁତ ଖାଦ୍ୟ ପରସା ଯାଉଛି । ଅଧିକ ମାଣ୍ଡିଆ ଚାଷ ଓ ଉତ୍ପାଦନ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ ଧାର୍ଯ୍ୟ କରାଯାଇଛି । ଲୋକଙ୍କ ଥାଳିରେ ମାଣ୍ଡିଆ ପହଞ୍ଚିବା ସରକାରଙ୍କ ଲକ୍ଷ । ଏହା ହୋଇପାରିଲେ ସଫଳ ବୋଲି ଧରାଯିବ। ମିଡ ଡେ ମିଲ ରେ ମାଣ୍ଡିଆ ଦିଆଯାଉଛି।

ସାଧାରଣ ଲୋକଙ୍କ ଥାଳିରେ ପହଞ୍ଚିବ । ସବୁ ଲୋକଙ୍କ ଥାଳିରେ ମାଣ୍ଡିଆ ପହଞ୍ଚାଇବା ସରକାରଙ୍କ ଉଦ୍ଦେଶ୍ୟ । ମିଡ୍ ଡେ’ ମିଲ୍ରେ ମାଣ୍ଡିଆ ଦିଆଯାଉଛି । ଆଗକୁ ଲୋକଙ୍କ ଥାଳିରେ ବି ମାଣ୍ଡିଆ ପହଞ୍ଚିବ । ଏଭଳି ହୋଇପାରିଲେ ସରକାର ତାଙ୍କ ଲକ୍ଷ୍ୟରେ ସଫଳ ହେବେ ବୋଲି ଧରାଯିବ । ରାନ୍ଧଣା ଶୈଳୀ ବଦଳାଇବା ସହ ଅଧିକ ଆଦୃତ କରିବାକୁ ଫୁଡ୍ ବ୍ଲଗରଙ୍କ ସହାୟତା ନିଆଯିବ ।

Tags: manabasaMiletmohan majhi
ShareTweetShareSend
Sanchar Live

Sanchar Live

Next Post
ସମୁଦ୍ରରେ ଗାଧୋଇବାବେଳେ ଯୁବକ ନିଖୋଜ

ସମୁଦ୍ରରେ ଗାଧୋଇବାବେଳେ ଯୁବକ ନିଖୋଜ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.