Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାତ୍ୟା ମୁକାବିଲା ପାଇଁ ସରକାର ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ : ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
October 21, 2024
in ଓଡିଶା
0
ଆଜି ନୂଆଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ବାତ୍ୟା ମୁକାବିଲା ପାଇଁ ସରକାର ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି। ବାତ୍ୟା ସଂପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସନ୍ଧ୍ୟାରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ଏହି ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା ନେଇ  ଲୋକଙ୍କୁ ଭୟଭୀତ ହେବାର କାରଣ ନାହିଁ। ସରକାର ଜିରୋ କାଜୁଆଲଟି ଲକ୍ଷ୍ୟ ରଖିଛନ୍ତି। ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍‌ ପ୍ରସ୍ତୁତ ଅଛନ୍ତି। ସମସ୍ତ ଆବଶ୍ୟକତା ବ୍ୟବସ୍ଥା ଓ ଜରୁରୀକାଳନ ଜିନିଷ ରଖାଯିବ। ଏଥି ପାଇଁ ସଂପୃକ୍ତ ବିଭାଗ ମଧ୍ୟ ପ୍ରସ୍ତୁତ ଅଛନ୍ତି। ଅତ୍ୟାବଶ୍ୟକ ସେବାକୁ ତ୍ବରାନ୍ବିତ କରାଯିବ। ବିଶେଷକରି ବିଦ୍ୟୁାତ, ପାନୀୟ ଜଳ, ଔଧଷ ଓ ଯୋଗାଯୋଗ ଉପରେ ସମୀକ୍ଷା ବୈଠକରେ ଆଲୋଚନା ହୋଇଛି।

ବାତ୍ୟା ପରବର୍ତ୍ତୀ ସମୟରେ ବ୍ୟବସାୟୀମାନେ ଖାଦ୍ୟ ସମାଗ୍ରୀ ଦର ବୃଦ୍ଧି କରିଥାନ୍ତି। ଏଥର କଳାବଜାରୀ ଉପରେ ସଂପୃକ୍ତ ବିଭାଗ ନଜର ରଖିବ। ଏଥି ପାଇଁ ଜନସାଧାରଣ ସହଯୋଗ କରିବା ପାଇଁ ଅନୁରୋଧ କରାଯାଉଛି।

-ମୋହନ ଚରଣ ମାଝୀ, ମୁଖ୍ୟମନ୍ତ୍ରୀ

 

ଲୋକସେବା ଭବନରେ ଆୟୋଜିତ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚଳାନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ସଚିବ ମନୋଜ ଆହୁଜା, ଏସ୍‌ଆରସି ଦେଓ ରଂଜନ ସିଂ, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ମନୋରାମା ମହାନ୍ତି  ପ୍ରମୁଖ ଉପସ୍ଥିତ।

ପୂର୍ବରୁ ଆଇଏମ୍‌ଡି ଡିଜି କହିଛନ୍ତି ଯେ, ବାତ୍ୟା ଅତିକ୍ରମ ପରେ ସାମୁଦ୍ରିକ ଜୁଆର ଆସିବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ଯୋଗୁଁ ଖାଲୁଆ ଅଞ୍ଚଳରେ ଜଳଭର୍ତ୍ତି ହୋଇପାରେ। ନଦୀର ଜଳସ୍ତର ବୃଦ୍ଧି ହୋଇପାରେ। ଗଛ ପଡ଼ି ରାସ୍ତା ଅବରୋଧ ହୋଇପାରେ। ଗଛ ଉପୁଡ଼ିପାରେ। ସହରାଞ୍ଚଳରେ ହୋର୍ଡିଂ ଭାଙ୍ଗିପାରେ। ବର୍ଷା ଓ ପବନ ଯୋଗୁଁ  ଧାନ ଓ ପନିପରିବା ଫସଲ ନଷ୍ଟ ହୋଇପାରେ। କଚ୍ଚା ଘର ପ୍ରଭାବିତ ହୋଇପାରେ। ତେଣୁ ଲୋକେ ୨୪ ଓ ୨୫ ତାରିଖରେ ଲେକେ ସତର୍କ ରହିବା ଉଚିତ। ଆସନ୍ତାକାଲି ବାତ୍ୟା ସଂପର୍କିତ ଅଧିତ ତଥ୍ୟ ମିଳିବ। ବାତ୍ୟାର ଲ୍ୟାଣ୍ଡଫଲ ନେଇ ଏବେ ଲେକେସନ ଜଣାପଡ଼ି ନାହିଁ। କିନ୍ତୁ ପୁରୀରୁ ସାଗରଦୀପ ମଧ୍ୟରେ ବେଶୀ ପ୍ରଭାବ ପଡ଼ିବ। ତେଣୁ ଲୋକେ ଏହି ଅଞ୍ଚଳରେ ସତର୍କ ରହିବାର ଅଛି। ସରକାର ଓ ବେସରକାରୀ ସଂସ୍ଥା ଏଥି ପ୍ରତି ଅଧିକ ସତର୍କ ରହିବାର ଅଛି। ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ସହିତ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ଓ ପବନ ହେବ। ଉତ୍ତର ଓଡ଼ିଶାରେ ଅଧିକ କ୍ଷୟକ୍ଷତି ହେବାର ଆକଳନ କରାଯାଉଛି।

 

Tags: cm mohan majhicyclone
ShareTweetShareSend
Sanchar Live

Sanchar Live

Next Post
୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.