Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ୱର-ପୁରୀ ରାସ୍ତା ହେବ ୬ ଲେନ୍‌’

Sanchar Live by Sanchar Live
August 13, 2024
in ଓଡିଶା
0
ରେଳ ପ୍ରକଳ୍ପ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୃତି
0
SHARES
34
VIEWS
FacebookTwitter

ସଂଚାର ବ୍ୟୁରୋ ଶ୍ରଦ୍ଧାଳୁଙ୍କ ଗମନା ଗମନାକୁ ସୁଗମ କରିବା ପାଇଁ ୪ ଲେନ୍‌ ବିଶିଷ୍ଟ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ୬ ଲେନ୍‌ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟିବା ପରେ ଆଜି ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରୀକ୍ଷେତ୍ରକୁ ଗମନା ଗମନା ସୁଗମ କରିବା ପାଇଁ ୪ ଲେନ୍‌ ବିଶିଷ୍ଟ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ହେବ ୬ ଲେନ୍‌। ଏଥିସହ ରାସ୍ତାର ଦୁଇ ପାର୍ଶ୍ୱରେ ସର୍ଭିସ୍‌ ରୋଡ୍‌ ତିଆରି ହେବ। ଏଥିପାଇଁ ଖର୍ଚ୍ଚ ହେବ ୧୮୦୦ କୋଟି ଟଙ୍କା। ସେହିପରି ୮ ଲେନ୍‌ ହେବ ବଡ଼ବିଲ-ଚଣ୍ଡିଖୋଲ ଜାତୀୟ ରାଜପଥ(ଏନ୍‌ଏଚ୍‌)। ପ୍ରାୟ ୨୦୦ କିମି ବିଶିଷ୍ଟ ରାସ୍ତା ବଡ଼ବିଲ-ଚଣ୍ଡିଖୋଲ ହେବ ୮ ଲେନ୍‌। ଏଥିସହ ୨ ଲେନ୍ ସର୍ଭିସ ରୋଡ୍ ମଧ୍ୟ ରହିବ। ବର୍ତ୍ତମାନ ଚଣ୍ଡିଖୋଲ-ପାରାଦୀପ ରାସ୍ତା ନିର୍ମାଣ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

Tags: cmpuri
ShareTweetShareSend
Sanchar Live

Sanchar Live

Next Post
ଡ୍ୟାନ୍ସ ବାର ଖୋଲିବା ପାଇଁ ଦାବିରେ ବାର ଗାର୍ଲଙ୍କ ପ୍ରତିବାଦ

ଡ୍ୟାନ୍ସ ବାର ଖୋଲିବା ପାଇଁ ଦାବିରେ ବାର ଗାର୍ଲଙ୍କ ପ୍ରତିବାଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.