Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
June 22, 2025
in ଓଡିଶା
0
ଆଜି ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

Oplus_131072

0
SHARES
11
VIEWS
FacebookTwitter

ଆଉ ମାତ୍ର ଚାରି ଦିନ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଶୃଙ୍ଖଳିତ ରଥଯାତ୍ରା ନେଇ ଆଜି ବସିବ ତୃତୀୟ ବା ଶେଷ ରଥ ସମନ୍ବୟ ବୈଠକ ।  ଦିନ ୧୧ଟାରେ ପୁରୀ ପୌରସଦନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହେବ ବୈଠକ ।  ରଥନିର୍ମାଣ ଠାରୁ ଆରମ୍ଭ କରି ରଥଯାତ୍ରା କିଭଳି ଶୃଙ୍ଖଳିତ ହୋଇପାରିବ, ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ ସେନେଇ ଆଲୋଚନା କରାଯିବ ।  ଏହାସହ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିମଳ ବ୍ୟବସ୍ଥା, ଟ୍ରାଫିକ ସୁପରିଚାଳନା ନେଇ ବୈଠକରେ ସମୀକ୍ଷା କରାଯିବ ।  ବୈଠକରେ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ଉପମୁଖ୍ୟମନ୍ତ୍ରୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିବେ ।

Tags: mohanmajhiodisharathajatra
ShareTweetShareSend
Sanchar Live

Sanchar Live

Next Post
ଇରାନ୍ ଉପରେ ଆମେରିକାର ହମଲା

ଇରାନ୍ ଉପରେ ଆମେରିକାର ହମଲା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.