Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆରଡିସି କରିବେ ଆମ୍ବଟାକୁଆ ତଦନ୍ତ: ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
November 5, 2024
in ଓଡିଶା
0
ଆରଡିସି କରିବେ ଆମ୍ବଟାକୁଆ ତଦନ୍ତ: ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: କନ୍ଧମାଳରେ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ଜଣଙ୍କ ମୃତ୍ୟୁ ହେବା ପ୍ରସଙ୍ଗରେ ଆରଡିସି ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆମ୍ବ ଟାକୁଆ ଜାଉ ଖାଇ ପୂର୍ବରୁ ୨ ମହିଳାଙ୍କ ମୃତ୍ୟୁ ଘଟିଛି । ୨ ଜଣଙ୍କ ମୃତ୍ୟୁ ସହ ଅନ୍ୟ ୬ ଜଣ ଅସୁସ୍ଥ ହୋଇଛନ୍ତି । ୬ ଅସୁସ୍ଥଙ୍କ ମଧ୍ୟରୁ ୨ ଜଣ କଟକ ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଗତକାଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏସସିବି ଯାଇ ଅସୁସ୍ଥଙ୍କୁ ଭେଟିଥିଲେ । ତାଙ୍କୁ ଉନ୍ନତ ମାନର ଚିକିତ୍ସା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

କନ୍ଧମାଳରେ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ଜଣଙ୍କ ମୃତ୍ୟୁ ହେବା ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସର ଷ୍ଟିୟରିଂ କମିଟି । ଚାଉଳ ଦିଆଯାଉଛି କହି ବିଭ୍ରାନ୍ତ କରିଥିବା ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ମନ୍ତ୍ରିମଣ୍ଡଳରୁ ବରଖାସ୍ତ ସହ କନ୍ଧମାଳ ଜିଲ୍ଲାପାଳଙ୍କୁ ବରଖାସ୍ତ କରିବାକୁ ଦଳ ଦାବି କରିଛି । ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦେବାକୁ କଂଗ୍ରେସ ଷ୍ଟିଅରିଂ କମିଟି ଦାବି କରିଛି ।

 

Tags: ambatakuacm mohan majhiodisha
ShareTweetShareSend
Sanchar Live

Sanchar Live

Next Post
କୌଣସି ବି ବ୍ୟକ୍ତିଗତ ସମ୍ପତ୍ତିକୁ ଅଧିଗ୍ରହଣ କରିପାରିବେ ନାହିଁ ସରକାର

କୌଣସି ବି ବ୍ୟକ୍ତିଗତ ସମ୍ପତ୍ତିକୁ ଅଧିଗ୍ରହଣ କରିପାରିବେ ନାହିଁ ସରକାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.