Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୨ ସପ୍ତାହ ମଧ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା : ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
April 1, 2025
in ଓଡିଶା
0
୨ ସପ୍ତାହ ମଧ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା : ମୁଖ୍ୟମନ୍ତ୍ରୀ
0
SHARES
36
VIEWS
FacebookTwitter

ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସତ୍ୟଭାମାପୁରରେ ଓଡ଼ିଶା ଦିବସ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ଦୁଇ ସପ୍ତାହ ମଧ୍ୟରେ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ।  ସାରା ଓଡ଼ିଶାରେ ୩ କୋଟି ୫୨ ଲକ୍ଷ ଲୋକଙ୍କୁ ସାମିଲ କରାଯିବ । ଏହାଦ୍ୱାରା ଦେଶ ସାରା ୨୯ ହଜାର ମେଡିକାଲରେ ସ୍ୱାସ୍ଥ୍ୟ ସେବା ମିଳିବ ।

ସୂଚନା ଅନୁସାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଏବଂ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ । ଯୋଜନାର ହିତାଧିକାରୀମାନଙ୍କୁ ଗୋଟିଏ ସ୍ୱାସ୍ଥ୍ୟ କାର୍ଡ ଯୋଗାଇ ଦିଆଯିବ ।

ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୭୦ ବର୍ଷ ବୟସରୁ ଅଧିକ ବୟସର ପ୍ରାୟ ୨୩ ଲକ୍ଷ ୧୩ ହଜାର ହିତାଧିକାରୀମାନେ ଅଲଗା ଭାବେ ଏକ ସ୍ୱତନ୍ତ୍ର କାର୍ଡ ପାଇବେ ।  ଏହି ଦୁଇ ଯୋଜନାର ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଡାକ୍ତରଖାନା ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।

Tags: ayushmanbharatyojanamohanmajhiodisha
ShareTweetShareSend
Sanchar Live

Sanchar Live

Next Post
ଶିଶୁକନ୍ୟା ଜନ୍ମ ଦେଲେ ନାବାଳିକା

ଶିଶୁକନ୍ୟା ଜନ୍ମ ଦେଲେ ନାବାଳିକା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.