Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୀତବାସ ପଣ୍ଡାଙ୍କୁ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

Sanchar Live by Sanchar Live
October 7, 2025
in ଓଡିଶା
0
ପୀତବାସ ପଣ୍ଡାଙ୍କୁ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
0
SHARES
61
VIEWS
FacebookTwitter

ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସିଏମ୍ ମୋହନ ଚରଣ ମାଝୀ କହିଛନ୍ତି, “ଖୁବଶୀଘ୍ର ଦୋଷୀଙ୍କୁ ଖୋଜି ବାହାର କରାଯିବ ଓ ସେମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ସୋମବାର କୁମାର ପୂର୍ଣ୍ଣିମା ରାତିରେ ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ଗୁଳି କରିଥିଲେ ବାଇକ୍ ଆରୋହୀ ଦୁର୍ବୃତ୍ତ । ଏହି ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ପୀତବାସଙ୍କ ହତ୍ୟାର ଦୃଢ଼ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହତ୍ୟାକାଣ୍ଡରେ ସମ୍ପୃକ୍ତ ଅପରାଧୀ ମାନଙ୍କୁ ଖୋଜି ବାହାର କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ମୁଖ୍ୟମନ୍ତ୍ରୀ ପୋଲିସ ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, “ଓଡ଼ିଶା ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ । ଏଭଳି ଜଘନ୍ୟ ଓ ଅମାନୁଷିକ ଘଟଣାକୁ କୌଣସି ପରିସ୍ଥିତିରେ ମଧ୍ଯ ବରଦାସ୍ତ କରାଯିବ ନାହିଁ ।” ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୋମବାର ରାତି ପ୍ରାୟ ୧୦ଟା ସମୟରେ ପୀତବାସ ତାଙ୍କ ଚ୍ୟାମ୍ବରରେ କାମ ସାରି ସ୍କୁଟିରେ ଘରକୁ ଫେରୁଥିଲେ । ଘରଠୁ ମାତ୍ର ୧୦୦ ମିଟର ଦୂରରେ ଥିବା ବେଳେ ବାଇକରେ ଆସି ଦୁର୍ବୃତ୍ତ ଅତି ପାଖରୁ ଗୁଳି କରିଥିଲେ । ସ୍ଥାନୀୟ ଲୋକେ ପୀତବାସଙ୍କୁ ସଙ୍ଗେ ସଙ୍ଗେ ମେଡିକାଲ୍ ନେଇଥିବା ବେଳେ ମୃତ ଘୋଷଣା କରିଥିଲେ ଡାକ୍ତର ।

ଶବ ବ୍ୟବଚ୍ଛେଦ ରିପୋର୍ଟ ଅନୁସାରେ, ପୀତବାସଙ୍କୁ ଅତି ନିକଟ ଅର୍ଥାତ୍ ପଏଣ୍ଟ ବ୍ଲାଙ୍କରୁ ଗୁଳି କରାଯାଇଛି । ଯାହାକି ଏହା ଏକ ଯୋଜନାବଦ୍ଧ ଷଡ଼ଯନ୍ତ୍ରକୁ ଇଙ୍ଗିତ କରୁଛି । ଡାକ୍ତରଙ୍କ ଅନୁସାରେ, ପୀତବାସଙ୍କ ଡାହାଣ ପଟ ଛାଚିରେ ଗୋଟିଏ ଗୁଳି ବାଜିଥିଲା । ଗୁଳିଟି ଅତି ନିକଟରୁ ମରା ଯାଇଥିବା ବେଳେ ପ୍ରଚୁର ରକ୍ତସ୍ରାବ ହୋଇଥିବା MKCG ମେଡିକାଲ୍‌ର FMT ମୁଖ୍ୟ ପ୍ରଫେରସର ଡାକ୍ତର ସୁଦୀପା ଦାଶ ସୂଚନା ଦେଇଛନ୍ତି ।

Tags: Berhampurcrime
ShareTweetShareSend
Sanchar Live

Sanchar Live

Next Post
ବେଦାନ୍ତ ଆଲୁମିନିୟମର ପ୍ରୋଜେକ୍ଟ ସଖୀ ୪,୬୦୦ରୁ ଅଧିକ ମହିଳାଙ୍କ ଜୀବନକୁ ପରିବର୍ତ୍ତନ କରୁଛି

ବେଦାନ୍ତ ଆଲୁମିନିୟମର ପ୍ରୋଜେକ୍ଟ ସଖୀ ୪,୬୦୦ରୁ ଅଧିକ ମହିଳାଙ୍କ ଜୀବନକୁ ପରିବର୍ତ୍ତନ କରୁଛି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.