Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମୁଖ୍ୟମନ୍ତ୍ରୀଙ୍କୁ ବିଜେପି ବିଧାୟକଙ୍କ ସମ୍ବର୍ଦ୍ଧନା

Sanchar Live by Sanchar Live
December 3, 2024
in ଓଡିଶା
0
ମୁଖ୍ୟମନ୍ତ୍ରୀଙ୍କୁ ବିଜେପି ବିଧାୟକଙ୍କ ସମ୍ବର୍ଦ୍ଧନା
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଖ୍ୟମନ୍ତ୍ରୀଙ୍କୁ ବିଜେପି ବିଧାୟକଙ୍କ ସମ୍ବର୍ଦ୍ଧନା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସମ୍ଵର୍ଦ୍ଧିତ କଲେ ବିଜେପି ବିଧାୟକ ଏବଂ ମନ୍ତ୍ରୀ । ଭୁବନେଶ୍ବରରେ ପ୍ରଥମ ଥର ସର୍ବଭାରତୀୟ ଡିଜି-ଆଇଜି ସମ୍ମିଳନୀର ସଫଳ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କରିଛନ୍ତି । ବିଧାନସଭା ପରିସରରେ ଥିବା ୫୪ ନମ୍ବର କକ୍ଷରେ ମୋହନ ମାଝିଙ୍କୁ ସମ୍ଵର୍ଦ୍ଧିତ କରିଥିଲେ ବିଧାୟକ ଓ ମନ୍ତ୍ରୀ । ୩ ଦିନ ଧରି ଆୟୋଜିତ ହୋଇଥିଲା ଡିଜିଆଇଜି କନଫରେନ୍ସ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା, ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓଡ଼ିଶାରେ ରହି ଏହି ବୈଠକରେ ଯୋଗ ଦେଇଥିଲୋ। ତିନି ଦିନିଆ କନଫରେନ୍ସକୁ ସଫଳ କରାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବିଜେପି ବିଧାୟକ ଏବଂ ମନ୍ତ୍ରୀ ।

ନୂଆ ସରକାର ପାଇଁ ପରୀକ୍ଷା ଥିଲା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଆମ ରାଜ୍ୟରେ କେବେ DG ଏବଂ IGP ସମ୍ମିଳନୀ ହୋଇନଥିଲା। କିନ୍ତୁ ଆମକୁ ସୁଯୋଗ ମିଳିଲା ଏବଂ ଆମେ ସୁଚାରୁ ରୂପେ ତାହା ତୁଲାଇଲୁ। ନାଭାଲ ଡେ’କୁ ବି ଭବ୍ୟ କରିବା ପାଇଁ ଆମେ ସମସ୍ତ ପ୍ରକାରର ପ୍ରସ୍ତୁତ କରିଛୁ ବୋଲି ସେ କହିଛନ୍ତି।

ଆଗକୁ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ସୁଚାରୁ ରୂପେ ତୁଲାଇବା ରହିଛି ଚ୍ୟାଲେଞ୍ଜ। ଏଥିପାଇଁ ଆମେ ସମସ୍ତେ ଏକତ୍ରିତ ହୋଇ କାର୍ଯ୍ୟ କରିବା ବୋଲି ଦଳୀୟ ବିଧାୟକଙ୍କୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଗାମୀ ୩୦ ଦିନ ଭିତରେ ଓଡ଼ିଶାକୁ ଆହୁରି ତିନିଥର ଆସିବେ ପ୍ରଧାନମନ୍ତ୍ରୀ। ତେଣୁ ଡବଲ ଇଞ୍ଜିନ ସରକାର ଡବଲ ବିକାଶ ପାଇଁ ଲକ୍ଷ୍ୟ ନେଇ ଆଗେଇ ଯିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି।

Tags: cm
ShareTweetShareSend
Sanchar Live

Sanchar Live

Next Post
ନାଏବ ସରପଞ୍ଚଙ୍କ ଦବଙ୍ଗଗିରି

ନାଏବ ସରପଞ୍ଚଙ୍କ ଦବଙ୍ଗଗିରି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.