Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କିଟ୍ ଘଟଣା : ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଆର୍‍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
February 22, 2025
in ଓଡିଶା
0
ପରୀକ୍ଷା ପୂର୍ବରୁ ପିଲାଙ୍କ ମନୋବଳ ବୃଦ୍ଧି କଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
0
SHARES
13
VIEWS
FacebookTwitter

କିଟ୍ ଘଟଣା ସମ୍ପର୍କରେ ଲୋକସେବା ଭବନରେ ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଆର୍‍ଜୁ ରାନା ଦେଉବାଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହିତ ପିଲାମାନଙ୍କ ଭରସା ଫେରାଇ ଆଣିବାକୁ ପଦକ୍ଷେପ ନେବାକୁ ପ୍ରତିଶୃତି ଦେଲେ । ରାଜ୍ୟ ସରକାର ଘଟଣା ସମ୍ପର୍କରେ ତୀକ୍ଷ୍ଣ ନଜର ରଖି ପଦକ୍ଷେପ ନେଉଛନ୍ତି । ଏହା ସହିତ ଛାତ୍ରଛାତ୍ରୀ ମାନଙ୍କ ଭରସା ଓ ଆତ୍ମ ବିଶ୍ୱାସ ଫେରାଇ ଆଣିବା ପାଇଁ ସମସ୍ତ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ । ଏହାପରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ନେପାଳ ଦୂତାବାସର ଦୁଇ ଅଧିକାରୀ । ନବୀନ ରାଜ୍ ଓ ସଞ୍ଜୀବ ଶର୍ମା ଦାସ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି । ସରକାରଙ୍କ କାର୍ଯ୍ୟନୁଷ୍ଠାନ ଉପରେ ସନ୍ତୋଷ ବ୍ୟକ୍ତ କରି ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଘଟଣାରେ ୧୦ ଜଣଙ୍କୁ ଗିରଫ କରାଯାଇଛି । ଘଟଣା ସହ ସମ୍ପୃକ୍ତ ସମସ୍ତଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କିଟ୍ ପରିସରରେ ଶିକ୍ଷାର ବାତାବରଣ ଫେରାଇ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ନେପାଳ ଏବଂ ଓଡ଼ିଶା ମଧ୍ୟରେ ଅତି ପୁରାତନ ସମ୍ପର୍କ ରହିଆସିଛି । ଏହି ସୁସମ୍ପର୍କ କେବେ ବ୍ୟାହତ ହେବ ନାହିଁ ବୋଲି ସେମାନେ ଆଶା ପ୍ରକାଶ କରିଥିଲେ । ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ ।….

Tags: kiit issueNepalodisha
ShareTweetShareSend
Sanchar Live

Sanchar Live

Next Post
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଶକ୍ତିକାନ୍ତ ଦାସ

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଶକ୍ତିକାନ୍ତ ଦାସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.