Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଅଦିନିଆ ବର୍ଷାରେ ଫସଲ କ୍ଷତି, ଚାଷୀଙ୍କ ପାଖକୁ ଯାଇ କଥା ହେଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
December 29, 2024
in ଓଡିଶା
0
ଅଦିନିଆ ବର୍ଷାରେ ଫସଲ କ୍ଷତି, ଚାଷୀଙ୍କ ପାଖକୁ ଯାଇ କଥା ହେଲେ ମୁଖ୍ୟମନ୍ତ୍ରୀ

Oplus_131072

0
SHARES
3
VIEWS
FacebookTwitter

ଭୁବନେଶ୍ୱର: ଅଦିନିଆ ବର୍ଷା ଯୋଗୁଁ ରାଜ୍ୟରେ ଫସଲ କ୍ଷୟକ୍ଷତି ଘଟିଛି । ଧାନ ଅମଳ ସମୟରେ ଏମିତି ବର୍ଷା ଚାଷୀଙ୍କ ଦୁର୍ଦ୍ଦଶାକୁ ବଢାଇ ଦେଇଛି । ଶୀଘ୍ର କ୍ଷୟକ୍ଷତିର ଆକଳନ କରାଯାଇ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ରାଜ୍ୟ ସରକାର ଘୋଷଣା ମଧ୍ୟ କରିଛନ୍ତି । ତେବେ ରବରିବାର ଅଦିନିଆ ବର୍ଷାରେ ହୋଇଥିବା ଫସଲ କ୍ଷୟକ୍ଷତିର ଆକଳନ ପାଇଁ ମୁଖ୍ୟମନ୍ତ୍ରୀ ନିଜେ ଜିଲ୍ଲା ଗସ୍ତ କରିଛନ୍ତି । ନୟାଗଡ ରଣପୁର ବ୍ଲକ କାଣ୍ଡପଡାରେ ମୁଖ୍ୟମନ୍ତ୍ରୀ କ୍ଷୟକ୍ଷତି ଆକଳନ କରିଛନ୍ତି । ନିଜେ ଚାଷୀଙ୍କ ଜମିରେ ପହଞ୍ଚି ଧାନ କେଣ୍ଡା ଦେଖିବା ସହ ଚାଷୀଙ୍କ ସହ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବାଚସ୍ପତି ସୁରମା ପାଢୀ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ଅଛନ୍ତି । ଏଥିସହ ଜିଲ୍ଲାପାଳଙ୍କ ସହ ଚାଷୀଙ୍କ ଜମିରେ ହିଁ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ନୟାଗଡ଼ ଜିଲ୍ଲାର ରଣପୁର ପରେ ଗଜପତିର ଗୋସାଣୀ ଓ ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା/ଛତ୍ରପୁର ବ୍ଲକ ଯାଇ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ ସହ  ଚାଷୀ ଓ ସ୍ଥାନୀୟ ପ୍ରଶାସନ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି । ସେହିପରି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କଟକ ଓ ଜଗତସିଂହପୁର, ପ୍ରଭାତୀ ପରିଡ଼ା ଭଦ୍ରକ ଓ ବାଲେଶ୍ୱର, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କେନ୍ଦ୍ରାପଡ଼ା ଓ ଯାଜପୁର ଏବଂ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଯିବେ ବୋଲି ସୂଚନା ମିଳିଛି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଅଦିନିଆ ବର୍ଷା ପାଇଁ ଖରିଫ ଫସଲ ନଷ୍ଟ ହୋଇଛି। ଗତ ୨୦ ତାରିଖରୁ ୨୮ ତାରିଖ ମଧ୍ୟରେ ଅଦିନିଆ ବର୍ଷା ହୋଇଛି। ୩୦ତାରିଖ ଭିତରେ କ୍ଷୟକ୍ଷତି ସଠିକ ଆକଳନ ସରିବ। ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବା ନେଇ ବିଭାଗୀୟ ଅଧିକାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ବୀମା କମ୍ପାନିଙ୍କୁ ମଧ୍ୟ ସହାୟତା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Tags: farmermohanmajhiRanapur
ShareTweetShareSend
Sanchar Live

Sanchar Live

Next Post
ସଂସ୍କୃତି ଉପରେ ଆଘାତ ଆସିଲେ ଅତି କଠୋର ପଦକ୍ଷେପ ନେବୁ: ମନ୍ତ୍ରୀ

ସଂସ୍କୃତି ଉପରେ ଆଘାତ ଆସିଲେ ଅତି କଠୋର ପଦକ୍ଷେପ ନେବୁ: ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.