Sunday, September 28, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଯାଜପୁରରୁ ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
September 29, 2024
in ରାଜନୀତି
0
ଯାଜପୁରରୁ ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଯାଜପୁରରୁ ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି, ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ତଦନ୍ତ ହେବ । ଯିଏ ବି ଦୋଷୀ ଥିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦଣ୍ଡ ଦେବୁ । ପୂର୍ବ ସରକାର ନାରୀକୁ କେତେ ସମ୍ମାନ ଦେଇଛନ୍ତି, ତାହା ଆମେ ଦେଖିଛୁ । ଧର୍ମଶାଳା ପିଇଓ ସ୍ମିତାରାଣୀଙ୍କୁ ନିର୍ମମ ଭାବେ ହତ୍ୟା କରାଗଲା । ତାଙ୍କୁ ନ୍ୟାୟ ଦେବା ପରିବର୍ତ୍ତେ କୁଜି ନେତାଙ୍କୁ ଘଣ୍ଟ ଘୋଡ଼ାଇ ରଖିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବିକାଶ ନାଁରେ ୩ଟି ପରିବାର ଯାଜପୁରକୁ ଲୁଟିଛନ୍ତି। ଆଜି ଯାଜପୁରର ବଡ଼ଚଣାରେ ବିଜେପିର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ନାଁ ନନେଇ ବିଜେଡିର ୩ ଜଣ ନେତାଙ୍କୁ ଟାର୍ଗେଟ କରି ଏ କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ସେହିପରି ସେ ନଗଡ଼ା ପ୍ରସଙ୍ଗ ଉଠାଇ କହିଛନ୍ତି, ଯାଜପୁରର ନଗଡ଼ା ଅପପୃଷ୍ଟି କଥା ରାଜ୍ୟ ନୁହେଁ ପୁରା ଦେଶରେ ଚର୍ଚ୍ଚା ଥିଲା । ଖାଇବାକୁ ନ ପାଇ ପ୍ରାୟ ୧୫ ଶିଶୁଙ୍କ ଜୀବନ ଯାଇଥିଲା । ଯାଜପୁରର ଗୁରୁବାରୀ ମାଉସୀ ଚାକୁଣ୍ଡା ପତ୍ର ଭାଜି ଖାଇଥିଲେ । ୨୪ ବର୍ଷ ଭିତରେ କି ବିକାଶ ହୋଇଛି, ଆହୁରି ସମୟ ମାଗୁଛନ୍ତି । ୨୪ ବର୍ଷ ଶାସନରେ ବିକାଶ ନାଁରେ ବିଜୁ ଜନତା ଦଳ ବିନାଶ କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସେହିପରି ବିଜେପିକୁ ଓଡ଼ିଶାରେ ଏକ ନମ୍ବର କରିବାକୁ ଯାଜପୁରବାସୀଙ୍କୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେ ନାଁ ନନେଇ ବିଜେଡିର ୩ ନେତାଙ୍କୁ ଟାର୍ଗେଟ କରିଛନ୍ତି ମୋହନ ମାଝୀ । ବିଜେଡିକୁ ଟାର୍ଗେଟ କରି କହିଛନ୍ତି ଯେ ବିକାଶ ନାଁରେ ୩ ପରିବାର ଯାଜପୁରକୁ ଲୁଟିଛନ୍ତି । ଯାଜପୁର ଖଣି ଖାଦାନରେ ଭରପୂର, କିନ୍ତୁ ଲୋକଙ୍କ ଉନ୍ନତି ହୋଇନି । ବିଗତ ସରକାରରେ ଅବହେଳିତ ହୋଇଥିବା ଲୋକଙ୍କୁ ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ‍।

Tags: bjdjajpurmohan majhi
ShareTweetShareSend
Sanchar Live

Sanchar Live

Next Post
ବିଜେପିରେ ସାମିଲ ହେଲେ ଦଶପଲ୍ଲା ଏନ୍‌ଏସିର ଉପାଧ୍ୟକ୍ଷ

ବିଜେପିରେ ସାମିଲ ହେଲେ ଦଶପଲ୍ଲା ଏନ୍‌ଏସିର ଉପାଧ୍ୟକ୍ଷ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.