Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ

Sanchar Live by Sanchar Live
November 2, 2024
in ଓଡିଶା
0
ପୁଞ୍ଜି ବିନିଯୋଗ ନେଇ ସକାରାତ୍ମକ ଆଲୋଚନା ହୋଇଛି : ମୁଖ୍ଯମନ୍ତ୍ରୀ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସିବେ ମୋହନ ଚରଣ ମାଝୀ । ବଲାଙ୍ଗିର ସହିତ ପାଟଣାଗଡ ଉପଖଣ୍ଡରେ ମଧ୍ୟ କାର୍ଯ୍ୟକ୍ରମ ଥିବାବେଳେ ବେଲପଡା ଲାନ୍ଥ ପ୍ରକଳ୍ପର ଭୁମିପୁଜନ କରିବେ । ଏହା ପରେ ସଡକ ପଥରେ ପାଟଣାଗଡ ଆସି ପାଟଣାଗଡ ନବ ନିର୍ମିତ ଉପଖଣ୍ଡ ଚିକିତ୍ସାଲୟ ଓ ଡାଇଲୋସିସ ସେଣ୍ଟର ଉଦ୍ଘାଟନ କରିବେ ,ଏବଂ ପାଟଣାଗଡ ବାସୀଙ୍କ ବହୁ ପ୍ରତିକ୍ଷିତ ବାଇପାସ ରୋଡର ଭୁମୀ ପୁଜନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏଣୁ ପାଟଣାଗଡ ପ୍ରଶାସନ ତରଫରୁ ଜୋରଦାର ପ୍ରସ୍ତୁତି ଜୋରଦାର ଜାରିରଖିଥିବା ବେଳେ ବେଲପଡା ଠାରେ ଅସ୍ଥାୟୀ ହେଲିପେଡ ସହିତ ସଭାସ୍ଥଳ ଓ ପାଟଣାଗଡ ନବ ନିର୍ମୀତ ଉପଖଣ୍ଡ ଚିକିତ୍ସାଲୟ ଠାରେ ସଭାସ୍ଥଳ ଓ ରମାଇ ହାଇସ୍କୁଲ ପଡିଆରେ ଅସ୍ଥାୟୀ ହେଲିପେଡ କରାଯାଇଛି । ସାରା ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ୫୦ଟି ପ୍ରକଳ୍ପ ପାଇଁ ଆନୁମାନିକ ୮୦୦ କୋଟିର ଉଦଘାଟନ ଓ ଭିତ୍ତି ପ୍ରସ୍ଥର ସ୍ଥାପନ କରିବେ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ।

Tags: Bolangiricm mohan majhiodisha
ShareTweetShareSend
Sanchar Live

Sanchar Live

Next Post
କାଳ ହେଲା କୁହୁଡ଼ି, ଦୁଇ ଟ୍ରକ ମୁହାଁମୁହିଁ ଧକ୍କା

କାଳ ହେଲା କୁହୁଡ଼ି, ଦୁଇ ଟ୍ରକ ମୁହାଁମୁହିଁ ଧକ୍କା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.