Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୁଇଦିନିଆ ଜିଲ୍ଲାପାଳ ସମ୍ମିଳନୀକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
September 27, 2024
in ଓଡିଶା
0
ଦୁଇଦିନିଆ ଜିଲ୍ଲାପାଳ ସମ୍ମିଳନୀକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ଲୋକସେବା ଭବନରେ ଦୁଇଦିନିଆ ଜିଲ୍ଲାପାଳ ସମ୍ମିଳନୀକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ । ନୂଆ ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ । ଆଇନଶୃଙ୍ଖଳାକୁ ଅଗ୍ରାଧିକାର ଦେଇ ଦ୍ୱିତୀୟ ଦିନ ଏସ୍‌ପିମାନେ ମଧ୍ୟ ଏହି ସମ୍ମିଳନୀରେ ସାମିଲ ହୋଇଛନ୍ତି । ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ଅଭିଭାଷଣ କହିଛନ୍ତି ଯେ, ସରକାର ହେଉଛନ୍ତି ଲୋକଙ୍କ ସରକାର । ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ । ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳ । ତେଣୁ ଜିଲ୍ଲାସ୍ତରରେ ଲୋକଙ୍କ ସମସ୍ୟାର ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ । ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ । ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ । ଦୁର୍ନୀତି ନେଇ ଶୂନ୍ୟ ସହନଶୀଳତା ଅବଲମ୍ବନ କରିବାକୁ ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି।

Tags: Collector meetinglokaseba bhawanodisha
ShareTweetShareSend
Sanchar Live

Sanchar Live

Next Post
ବିଶ୍ୱ ପର୍ଯ୍ୟଟନ ଦିବସ : ସୁପରବାଇକ ରାଲିକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ବିଶ୍ୱ ପର୍ଯ୍ୟଟନ ଦିବସ : ସୁପରବାଇକ ରାଲିକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.