Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି ବଢ଼ିଲା କମର୍ସିଆଲ ଏଲିପିଜି ସିଲିଣ୍ଡର ଦର

Sanchar Live by Sanchar Live
November 1, 2024
in ଓଡିଶା
0
ପୁଣି ବଢ଼ିଲା କମର୍ସିଆଲ ଏଲିପିଜି ସିଲିଣ୍ଡର ଦର
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ବଢ଼ିଲା କମର୍ସିଆଲ ଏଲିପିଜି ସିଲିଣ୍ଡର ଦର । ନଭେମ୍ବର ପହିଲାରୁ ୨୦୨୪ରୁ ୧୯ କିଲୋଗ୍ରାମ ବ୍ୟବସାୟିକ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରାଯାଇଛି । ଇଣ୍ଡିଆନ୍ ଅଏଲ୍ ନଭେମ୍ବର ପହିଲାରୁ ବାଣିଜ୍ୟିକ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୬୨ରୁ ୧୮୦୨ ଟଙ୍କାକୁ ବୃଦ୍ଧି କରିଛି। ତେବେ ଆଶ୍ୱସ୍ତିର ବିଷୟ ହେଉଛି ତୈଳ କମ୍ପାନୀଗୁଡ଼ିକ ୧୪.୨ କିଲୋଗ୍ରାମ ଘରୋଇ ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାନ୍ତି ।

ଆଜିଠୁ ୧୯ କେଜି କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୬୨ ଟଙ୍କା ବୃଦ୍ଧି ହୋଇଛି । ଦିଲ୍ଲୀରେ ୧୯ କେଜି କମର୍ସିଆଲ ଗ୍ୟାସ ସିଲିଣ୍ଡର ମୂଲ୍ୟ ୧୮୦୨ ଟଙ୍କାକୁ ବୃଦ୍ଧି ପାଇଛି। ୫ କେଜିଆ ଏଫଟିଏଲ ସିଲିଣ୍ଡର ଦରରେ ୧୫ ଟଙ୍କା ବଢ଼ିଛି । ତେବେ ୧୪.୨ କେଜି ଏଲପିଜି ସିଲିଣ୍ଡର ଦାମ ରହିଛି ଅପରିବର୍ତ୍ତିତ । ପୂର୍ବରୁ ସେପ୍ଚେମ୍ବର ୧ରେ ୧୯ କେଜି କମର୍ସିଆଲ ଏଲଜିପି ସିଲିଣ୍ଡର ଦର ୩୯ ଟଙ୍କା ବଢ଼ିଥିଲା । ତେବେ ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ଯୋଗୁଁ ବଜାରରେ ମିଳୁଥିବା ଜିନିଷ ମହଙ୍ଗା ହୋଇଯିବ ।

ଅନ୍ୟପଟେ ସରକାରୀ ତୈଳ କମ୍ପାନୀଗୁଡିକ ମାସର ପ୍ରଥମ ଦିନରେ ଏଲପିଜି ସିଲିଣ୍ଡରର ମୂଲ୍ୟ ସମୀକ୍ଷା କରନ୍ତି । ଦେଶର ଅନେକ ସହରରେ ନଭେମ୍ବର ୧, ୨୦୨୪ରେ ଦୀପାବଳି ପର୍ବ ପାଳନ କରାଯାଏ, ତେଣୁ ଏହି ମାସର ପ୍ରଥମ ସପ୍ତାହରେ ଛତ୍ର ପର୍ବ ପାଳନ କରାଯିବ । ଏହି ମାସରୁ ବିବାହ ଋତୁ ମଧ୍ୟ ଆରମ୍ଭ ହେଉଛି ।

Tags: Lpg cyclinderprice hike
ShareTweetShareSend
Sanchar Live

Sanchar Live

Next Post
ବର୍ଷାରେ ଭିଜିବ ଦଶହରା

କଟକ- ଭୁବନେଶ୍ୱରରେ ପ୍ରବଳ ଛେଚୁଛି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.