Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ସ୍ବାଧିନତା ଦିବସ ପୂର୍ବରୁ କଡା ସୁରକ୍ଷା ବଳୟରେ ରାଜଧାନୀ

Sanchar Live by Sanchar Live
August 14, 2024
in ଅପରାଧ
0
ସ୍ବାଧିନତା ଦିବସ ପୂର୍ବରୁ କଡା ସୁରକ୍ଷା ବଳୟରେ ରାଜଧାନୀ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: କମିଶନରେଟ ପୁଲିସ ପକ୍ଷରୁ କଡା ଚେକିଂ। ସ୍ବାଧିନତା ଦିବସ ପୂର୍ବରୁ କଡା ସୁରକ୍ଷା ବଳୟରେ ରାଜଧାନୀ । କମିଶନରେଟ ପୁଲିସ ତରଫରୁ ମଙ୍ଗବାର “ସେଫ ସିଟି ଡ୍ରାଇଭ“ ଅଧୀନରେ ନୟପଲ୍ଲୀ ଥାନା, ମୈତ୍ରୀବିହାର ଥାନା, ଚନ୍ଦ୍ରଶେଖରପୁର ଥାନା, ଇନ୍ଫୋସିଟି ଥାନା ଏବଂ ନନ୍ଦନକାନନ ଥାନା ଆଦି ଅଞ୍ଚଳ ମଧ୍ୟରେ ଥିବା ସମସ୍ତ ହୋଟେଲ ଗୁଡ଼ିକୁ କଡାକଡି ଭାବେ ଯାଞ୍ଚ କରାଯାଇଛି । ଏହି ଯାଞ୍ଚ ସମୟରେ ହୋଟେଲ ମାଲିକଙ୍କୁ “ସରାଇ ଆପ” ବ୍ୟବହାର କରିବା ପାଇଁ କୁହାଯାଇଛି । ଏହା ସହ ଉକ୍ତ ଆପ ମାଧ୍ୟମରେ ହୋଟେଲରେ ରହୁଥିବା ସମସ୍ତ ବ୍ୟକ୍ତି ବିଶେଷ ମାନଙ୍କର ତଥ୍ୟ ପ୍ରତ୍ୟେକ ଦିନ ଅପଲୋଡ କରିବା ପାଇଁ ନିର୍ଦ୍ଦେଶ ଦିଆ ଯାଇଛି ।

ଏହି ଆପକୁ ସେମାନେ ଡାଉନଲୋଡ କରିବା ସହ ସେଥିରେ ଗ୍ରାହକଙ୍କ ସମସ୍ତ ବିବରଣୀ ପଞ୍ଜୀକୃତ କରିବାଲାଗି ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । କେଉଁ ହୋଟେଲରେ କେତେ ଗ୍ରାହକ ଅଛନ୍ତି, କାହାର ଅପରାଧିକ ସମ୍ପର୍କ କାହା ସହ ଅଛିକି ନାହିଁ ଏହିସବୁ ବିଷୟରେ ପୁଙ୍ଖାନୁ ପୁଙ୍ଖ ଭାବେ ଯାଞ୍ଚ କରାଯାଇଥିଲା । ଭୁବନେଶ୍ବର ସହର ମଧ୍ୟରେ ଅପରାଧିକ କାର୍ଯ ନିୟନ୍ତ୍ରଣ କରିବା ସହ ହୋଟେଲରେ ଗ୍ରାହକଙ୍କ ଦ୍ବାରା ଦିଆଯାଇଥିବା ପରିଚୟ ତଥା ଠିକଣା ସଠିକ ଅଛି କି ନାହିଁ ତାହା ଯାଞ୍ଚ କରାଯାଇଥିଲା । ଏ କ୍ଷେତ୍ରରେ ବ୍ୟତିକ୍ରମ ହେଲେ ହୋଟେଲ ମାଲିକଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବା ଲାଗି ମଧ୍ୟ ସୂଚିତ କରାଯାଇଥିଲା ।

Tags: commisanaret policeindipenence day
ShareTweetShareSend
Sanchar Live

Sanchar Live

Next Post
ଓଡ଼ିଶାରୁ ୧୩ ଜଣଙ୍କୁ ମିଳିବ ପୋଲିସ ପଦକ

ଓଡ଼ିଶାରୁ ୧୩ ଜଣଙ୍କୁ ମିଳିବ ପୋଲିସ ପଦକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.