Friday, June 6, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ବର ରାମମନ୍ଦିର ସମ୍ମୁଖରୁ ପିଲାଚୋରି ଘଟଣା : ଶିଶୁପୁତ୍ର ଉଦ୍ଧାର

Sanchar Live by Sanchar Live
April 15, 2025
in ଓଡିଶା
0
ଭୁବନେଶ୍ବର ରାମମନ୍ଦିର ସମ୍ମୁଖରୁ ପିଲାଚୋରି ଘଟଣା : ଶିଶୁପୁତ୍ର ଉଦ୍ଧାର
0
SHARES
34
VIEWS
FacebookTwitter

ସଂଚାର ବ୍ୟୁରୋ: ରାମ ମନ୍ଦିର ସାମନାରୁ ଚୋରି ଶିଶୁ ପୁତ୍ରକୁ ଉଦ୍ଧାର କଲା ପୋଲିସ । ବାଲେଶ୍ଵରରୁ ଉଦ୍ଧାର କରାଯାଇଥିବା ସୂଚନା । ସୁରକ୍ଷିତ ଭାବେ ଭୁବନେଶ୍ୱର ଆଣି ଆସୁଛି କମିଶନରେଟ ପୋଲିସ। ସେପଟେ ସାମ୍ନାକୁ ଆସିଥିଲା ପିଲା ଚୋରି ବେଳର ସିସିଟିଭି । ଖାରବେଳ ନଗର ଥାନା ଅନ୍ତର୍ଗତ ରାମ ମନ୍ଦିର ସମ୍ମୁଖରୁ ଦୃଷ୍ଟିବାଦ୍ଧିତ ମହିଳାଙ୍କ ଦୁଇବର୍ଷର ଶିଶୁପୁତ୍ର ଚୋରି ଘଟଣାରେ ମିଳିଥିଲା ସିସିଟିଭି । ଶନିବାର ରାତି ପ୍ରାୟ ୨ ଟା ୫୬ ମିନିଟରେ ଅପହରଣକାରୀ ଜଣଙ୍କ ଶିଶୁପୁତ୍ରକୁ ଷ୍ଟେସନ ବାଟ ଦେଇ ନେଇଯାଉଥିବା ଦୃଶ୍ୟ ସିସିଟିଭିରେ ହୋଇଥିଲା କଏଦ । ତେବେ କିଏ ଏହି ଲୋକ ? ମା’ ଜୟନ୍ତୀ ମଲ୍ଲିକଙ୍କ ଏତଲା ପରେ ଯଦିଓ ସ୍ପେଶାଲ ଟିମ ଚଢ଼ାଉ କରି ପିଲାଟିକୁ ଉଦ୍ଧାର କରି ଭୁବନେଶ୍ୱର ଆଣୁଛି ।

Tags: bhubaneswarcrime
ShareTweetShareSend
Sanchar Live

Sanchar Live

Next Post
ଜୁନ୍ ୧୪ ଯାଏଁ ସମୁଦ୍ରରେ ମାଛଧରା ମନା

ଜୁନ୍ ୧୪ ଯାଏଁ ସମୁଦ୍ରରେ ମାଛଧରା ମନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.