Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମନ୍ତେଇ ନଦୀର ବାଲିଆପାଳ ଘାଟ ନିକଟରେ କୁମ୍ଭୀର ଆତଙ୍କ

Sanchar Live by Sanchar Live
March 2, 2025
in ଓଡିଶା
0
ମନ୍ତେଇ ନଦୀର ବାଲିଆପାଳ ଘାଟ ନିକଟରେ କୁମ୍ଭୀର ଆତଙ୍କ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଓ ବାସୁଦେବପୁର ବ୍ଳକ ଦେଇ ଯାଇଥିବା ମନ୍ତେଇ ନଦୀର ବାଲିଆପାଳ ଘାଟ ନିକଟରେ କୁମ୍ଭୀର ଆତଙ୍କ । ଗତକାଲି ଅପରାହ୍ନରେ ପ୍ରାୟ ୧୫ ଫୁଟରୁ ଉର୍ଦ୍ଧ୍ବ ହେବ ଏକ କୁମ୍ଭୀର ଭାସୁଥିବାର ଦେଖିବାକୁ ମିଳିଥିଲା । ଯାହାକୁ ଦେଖି ଡଙ୍ଗାରେ ଘାଟ ପାର ହେଉଥିବା ଯାତ୍ରୀମାନେ ଡ଼ରିଯାଇଥିଲେ । ଚାନ୍ଦବାଲି ଓ ବାସୁଦେବପୁର ବ୍ଲକକୁ ସଂଯୋଗ କରୁଥିବା ଏହି ବାଲିଆପାଳ ଘାଟ ଦେଇ ପ୍ରତିଦିନ ହଜାର ହଜାର ଲୋକ ଡଙ୍ଗାରେ ଘାଟ ପାର ହୋଇଥାନ୍ତି । ଏତେ ବଡ଼ କୁମ୍ଭୀର ଘାଟ ନିକଟରେ ଭାସୁଥିବାର ଦେଖି ଲୋକେମାନେ ଭୟଭୀତ ହୋଇ ଯାଇଥିଲେ । ନଦୀ କୂଳରେ ବସବାସ କରୁଥିବା ଲୋକମାନେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ଏଣୁ ନଦୀର ଜନବସତି ନିକଟରେ ସୁରକ୍ଷା ବାଡ ଦେବା ସହ ଡାକବାଜି ଯନ୍ତ୍ର ସହାଯ୍ୟରେ ଲୋକମାନଙ୍କୁ ସତର୍କ କରିବାକୁ ଦାବି କରିଛନ୍ତି ସ୍ଥାନୀୟ ଜନସାଧାରଣ ।

Tags: chandabalicrocodile
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ- ଡିଜେଲ ଦର ?

ନଜର ପକାନ୍ତୁ ଆଜି କେଉଁ ସହରରେ କେତେ ଟଙ୍କା ରହିଛି ପେଟ୍ରୋଲ- ଡିଜେଲ ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.