Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କ୍ଷତିଗ୍ରସ୍ତଙ୍କୁ ସହାୟତା ଦେବାକୁ ସରକାରଙ୍କ ଯୋଜନା

Sanchar Live by Sanchar Live
December 30, 2024
in ଓଡିଶା
0
କ୍ଷତିଗ୍ରସ୍ତଙ୍କୁ ସହାୟତା ଦେବାକୁ ସରକାରଙ୍କ ଯୋଜନା
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ଦେବାପାଇଁ ଯୋଜନା କରିଛନ୍ତି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୈଠକ କରିବା ସହିତ ନୟାଗଡ, ଗଜପତି ଓ ଗଞ୍ଜାମ ଜିଲ୍ଲା ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି । ଅନ୍ୟ ମନ୍ତ୍ରୀମାନେ ମଧ୍ୟ କ୍ଷତିଗ୍ରସ୍ତ ଅଞ୍ଚଳକୁ ଗସ୍ତ କରିଛନ୍ତି । ଉଭୟ ବୀମା କରିନଥିବା ଓ ବୀମା କରିଥିବା ଚାଷୀମାନଙ୍କୁ ସହାୟତା ଦିଆଯିବ । ବୀମା କରିଥିବା ଚାଷୀଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ଡିସେମ୍ବର ୨୯ ଥିଲା ଶେଷ ତାରିଖ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରାଳୟକୁ ଅବଧି ବଢାଇବାକୁ ଅନୁରୋଧ କରାଯାଇଛି । ଚାଷୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ଅବଧିକୁ ଆଉ ତିନି ଦିନ ପାଇଁ ବୃଦ୍ଧି କରିଛନ୍ତି । ତେଣୁ ଚାଷୀମାନେ ବର୍ତ୍ତମାନ ୨୦୨୫ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀ ମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇ ପାରିବେ ।

Tags: farmerodisha
ShareTweetShareSend
Sanchar Live

Sanchar Live

Next Post
ସମ୍ବଲପୁର ସଂଘର୍ଷ ଓ ବଳିଦାନର ଅଞ୍ଚଳ, କୁଦୋପାଲି ତ୍ୟାଗ ଓ ବୀରତ୍ୱର ପ୍ରତୀକ : ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ସଂଘର୍ଷ ଓ ବଳିଦାନର ଅଞ୍ଚଳ, କୁଦୋପାଲି ତ୍ୟାଗ ଓ ବୀରତ୍ୱର ପ୍ରତୀକ : ଧର୍ମେନ୍ଦ୍ର ପ୍ରଧାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.