Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କଟକ ବାଲିଯାତ୍ରାରେ ବଢ଼ୁଛି ଭିଡ଼, ଆଜି ରବିବାରରେ…

Sanchar Live by Sanchar Live
November 9, 2025
in ଓଡିଶା
0
କଟକ ବାଲିଯାତ୍ରାରେ ବଢ଼ୁଛି ଭିଡ଼, ଆଜି ରବିବାରରେ…
0
SHARES
23
VIEWS
FacebookTwitter

ସଂଚାର ବ୍ୟୁରୋ:  ବାଲିଯାତ୍ରାର ବଢ଼ୁଛି ଭିଡ଼ ।  ଶନିବାର ଚତୁର୍ଥ ସଂଧ୍ୟାରେ ହଠାତ୍ ଲୋକମାନଙ୍କ ଭିଡ ବଢି ଯାଇଥିବା ଦେଖିବାକୁ ମିଳିଥିଲା ।  ହଜାର ହଜାର ଲୋକ  ବାଲିଯାତ୍ରା ବୁଲିବା ପାଇଁ ଆସିଛନ୍ତି । ବାଲିଯାତ୍ରା ବୁଲିବା ସହିତ ବିଭିନ୍ନ ଖାଇବା ଖାଉଛନ୍ତି ।  ଏହା ସହିତ ଦୋଳି ଖେଳ ପାଖରୁ ଆରମ୍ଭ କରି ଜଳପରୀ ସବୁର ମଜା ନେଉଛନ୍ତି ଲୋକମାନେ।  ଲୋକମାନଙ୍କ ଭିଡକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କୁ କଡାକଡି କରାଯାଇଛି ।  ଆଜି ରବିବାର ଥିବାରୁ ଆହୁରି ଭିଡ ହେବା ସମ୍ଭାବନା ଥିବାରୁ ସୁରକ୍ଷା ବନ୍ଦୋବସ୍ଥା ଉପରେ କଡା ନଜର ରଖାଯାଇଛି ।

ଐତିହାସିକ କଟକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାଲିଯାତ୍ରାର ଉଦ୍‌ଘାଟନ କରିଥିଲେ  । ଅତିଥି ଭାବେ ସାମିଲ ହୋଇଥିଲେ  ଇଣ୍ଡୋନେସିଆ ରାଷ୍ଟ୍ରଦୂତ । ଉଦଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବାଲିଯାତ୍ରା ଓଡିଆ ଜାତିର ସାହସ, ଦୃଢସଙ୍କଳ୍ପ ଓ ସାମୁଦ୍ରିକ ବାଣିଜ୍ୟ ସଂସ୍କୃତିର ଜୀବନ୍ତ ସ୍ମୃତି । ବାଲିଯାତ୍ରା ଆୟୋଜନ ପାଇଁ ସରକାରୀ ଅନୁଦାନକୁ ୨ କୋଟିରୁ ୧୦ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି ଅବସରରେ କଟକ ସହରକୁ ତାରକସି ହବରେ ପରିଣତ କରାଯିବ, ମହାନଦୀ ରିଭର ଫ୍ରଣ୍ଟ ଯୋଜନାରେ କଟକ ମହାନଦୀ ତଟର ସୋନ୍ଦର୍ଯ୍ୟକରଣ ପାଇଁ ୨୦୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।  ସଭା ପରେ ବାଲିଯାତ୍ରା ଷ୍ଟଲ୍ ପରିଦର୍ଶନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏ ବର୍ଷର ବାଲିଯାତ୍ରା ବହୁତ ଆକର୍ଷଣୀୟ  ହୋଇଛି ।

Tags: balijatracutback
ShareTweetShareSend
Sanchar Live

Sanchar Live

Next Post
ଗୋଟିଏ ସମୟରେ ଦୁଇ ଦୁଇଟି ପରୀକ୍ଷା : କଣ କରିବେ ପରୀକ୍ଷାର୍ଥୀ

ଗୋଟିଏ ସମୟରେ ଦୁଇ ଦୁଇଟି ପରୀକ୍ଷା : କଣ କରିବେ ପରୀକ୍ଷାର୍ଥୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.