Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜଳଖିଆ ଦୋକାନ ଉପରକୁ ମାଡ଼ିଗଲା କାର୍

Sanchar Live by Sanchar Live
January 12, 2025
in ଓଡିଶା
0
ଜଳଖିଆ ଦୋକାନ ଉପରକୁ ମାଡ଼ିଗଲା କାର୍
0
SHARES
6
VIEWS
FacebookTwitter

କଟକ: ଭଦ୍ରେଶ୍ୱର ଥାନା ଓସ୍ତପୁର ନାଲିଆପଡ଼ିଆ ବଜାରରେ ମର୍ମନ୍ତୁଦ ଦୁର୍ଘଟଣା । ଜଳଖିଆ ଦୋକାନ ଉପରକୁ ମାଡ଼ିଗଲା କାର୍ । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆଡତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁସାରେ, କାର୍ ଚାଳକ ଦ୍ରୁତଗାମୀ ଗାଡ଼ି ଆଣି ଦୋକାନ ଭିତରେ ପୂରାଇ ଦେଇଥିଲେ । ଫଳରେ ଦୋକାନରେ ବସିଥିବା ୪ ଜଣ ଗୁରୁତର ଆହତ ହୋଇଥିଲେ । ସେମାନଙ୍କୁ ଉଦ୍ଧାର କରାଯାଇ ତୁରନ୍ତ କଟକ ପଠାଯାଇଥିଲା । ସେଠାର ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ଜଣକ ହେଲେ ଓସ୍ତପୁର ଗାଁର ପରମାନନ୍ଦ ସାହୁ । ଅନ୍ୟ ୩ ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି ।

ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ କାରକୁ ଜବତ କରିଛି । ଏହାସହ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Tags: accidentcuttack
ShareTweetShareSend
Sanchar Live

Sanchar Live

Next Post
ମହାକୁମ୍ଭ ପାଇଁ ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ୮ ବସ

ମହାକୁମ୍ଭ ପାଇଁ ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ୮ ବସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.