Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଜାତୀୟ ରାଜପଥରେ ଚଳନ୍ତା ଅଟୋରେ ନାବାଳିକାକୁ ଯୌନ ନିର୍ଯାତନା ଅଭିଯୋଗ

Sanchar Live by Sanchar Live
August 18, 2025
in ଅପରାଧ
0
ଜାତୀୟ ରାଜପଥରେ ଚଳନ୍ତା ଅଟୋରେ ନାବାଳିକାକୁ ଯୌନ ନିର୍ଯାତନା ଅଭିଯୋଗ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: କଟକରେ ଚାଞ୍ଚଲ୍ୟ। ଜାତୀୟ ରାଜପଥରେ ଚଳନ୍ତା ଅଟୋରେ ନାବାଳିକାକୁ ଯୌନ ନିର୍ଯାତନା ଅଭିଯୋଗ। ଏହାର ପ୍ରତିବାଦ କରିବାରୁ ନାବାଳିକାକୁ ପେଟ୍ରୋଲ ଢ଼ାଳି ମାରିଦେବାକୁ ଧମକ ଦେଇଛନ୍ତି । ଯାହାକୁ ନେଇ ଥାନାରେ ଅଭିଯୋଗ କରିଛନ୍ତି ନାବାଳିକା ଜଣକ। ଗତ 8 ତାରିଖରେ ନାବାଳିକା ଜଣକ ଜଗତପୁର ଅଞ୍ଚଳରୁ ତାଙ୍କର ଜଣେ ସାଙ୍ଗଙ୍କ ସହ ବାଦାମବାଡ଼ି ଆସିଥିଲେ । ବାଦାମବାଡ଼ିରୁ କାମ ସାରି ଫେରିବା ବେଳେ ଶିଖରପୁର ନିକଟରେ ଅଟୋଚାଳକଙ୍କୁ ପାଣି ମାଗିଥିଲେ।

ପାଣି ନଥିବା ଅଟୋ ଚାଳକ କହିଥିଲେ । ସେହି ସମୟରେ ନାବାଳିକାଙ୍କ ସାଙ୍ଗ ପାଣି ଆଣିବା ପାଇଁ ପଳେଇଥିଲେ ଆଉ ସେତିକିବେଳେ ଅଟୋ ଚାଳକ ଜଣକ ନାବାଳିକାକୁ ଯୌନ ନିର୍ଯାତନା ଦେଇଥିଲା। ବାରମ୍ବାର ତାଙ୍କୁ ଛୁଇଁବା ପାଇଁ ଚେଷ୍ଟା କରି ନିର୍ଯ୍ୟାତନା ଦେଇଥିଲା। ତେବେ ଏ ନେଇ ନାବାଳିକା ଜଣକ ଚାଉଳିଆଗଞ୍ଜ ଥାନାରେ ଏତଲା ଦେଲାଛନ୍ତି । ଯାହାକୁ ନେଇ ପିଡିତାଙ୍କ ବୟାନ ରେକର୍ଡ କରାଯାଇଛି। ଅନ୍ୟପଟେ ଅଭିଯୁକ୍ତ ଅଟୋ ଡ୍ରାଇଭର କୁ ଗିରଫ କରାଯାଇଛି। ଅଭିଯୁକ୍ତର ଘର ଜଗତସିଂହପୁର ହୋଇଥିବା ବେଳେ ସେ କଟକରେ ରହି ଅଟୋ ଚଲାଉଥିବା ସୂଚନା ଦେଇଛନ୍ତି କଟକ ଡିସିପି ରସିକେଶ ଖିଲାରୀ । ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଚାଲିଛି।

Tags: crimecuttack
ShareTweetShareSend
Sanchar Live

Sanchar Live

Next Post
ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁଠି ବର୍ଷିବ?

ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁଠି ବର୍ଷିବ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.