Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

କୁକୁରକୁ ନିର୍ମମ ଭାବେ ହାଣିଲେ ଦୁର୍ବୃତ୍ତ

Sanchar Live by Sanchar Live
March 23, 2025
in ଅପରାଧ
0
କୁକୁରକୁ ନିର୍ମମ ଭାବେ ହାଣିଲେ ଦୁର୍ବୃତ୍ତ
0
SHARES
25
VIEWS
FacebookTwitter

ସଂଚାର ବ୍ୟୁରୋ: କୁକୁରକୁ ନିର୍ମମ ଭାବେ ହାଣିଲେ ଦୁର୍ବୃତ୍ତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଟାଉନ ଥାନା ଗାନ୍ଧୀନଗର ସପ୍ତମ ଲାଇନ ରାସ୍ତାରେ । ଗତ ଶନିବାର ଦିନ ଗୋଟିଏ ସ୍କୁଟିରେ ୩ଜଣ ଯୁବକ ଆସି ଗୋଟିଏ ବୁଲା କୁକୁରକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ପରେ ସେମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଘଟଣା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ସମସ୍ତ ଦୃଶ୍ୟ ନିକଟରେ ଲାଗିଥିବା ଏକ ସିସିଟିଭି କ୍ୟାମେରାରେ କଏଦ ହୋଇଛି । ବର୍ତ୍ତମାନ ଏହି ଘଟଣା ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି । ଅନ୍ୟପକ୍ଷରେ ୩ଟି ସ୍କୁଟିରେ ୮ଜଣ ଯୁବକ ଗାନ୍ଧୀନଗର କଣ ପାଇଁ ଆସିଥିଲେ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । କୁକୁରକୁ ଆକ୍ରମଣ ନେଇ ଥାନାରେ ଅଭିଯୋଗ କରାଯାଇଛି । ପୋଲିସ ଦୁର୍ବୃତ୍ତମାନଙ୍କୁ ଧରିବାକୁ ଚେଷ୍ଟା ଜାରି ରଖିଛି । ଏଭଳି ଘଟଣାକୁ ପଶୁପ୍ରେମୀମାନେ ଦୃଢ଼ ନିନ୍ଦା କରିଛନ୍ତି । ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ସେମାନେ ଦାବି କରିଛନ୍ତି ।

Tags: attack on dogberhumpurcrime
ShareTweetShareSend
Sanchar Live

Sanchar Live

Next Post
ଗ୍ୟାସ୍ ନିଆଁରେ ଜଳିଗଲେ ମହିଳା

ଗ୍ୟାସ୍ ନିଆଁରେ ଜଳିଗଲେ ମହିଳା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.