Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଖାକି ପୋଷାକ ପିନ୍ଧି ଠକାମୀ : ବନ୍ଧାହେଲେ ନକଲି ପୋଲିସ

Sanchar Live by Sanchar Live
April 2, 2025
in ଅପରାଧ
0
ଖାକି ପୋଷାକ ପିନ୍ଧି ଠକାମୀ : ବନ୍ଧାହେଲେ ନକଲି ପୋଲିସ
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ଖାକି ପୋଷାକ ପିନ୍ଧି ଠକାମୀ । ନକଲି ପୋଲିସକୁ ବାନ୍ଧିଲା ଅସଲି ପୋଲିସ । ହୋମଗାର୍ଡ ଚାକିରି କରାଇ ଦେବାକୁ କହି ଦେଢ଼ଲକ୍ଷ ଟଙ୍କା ଲାଞ୍ଚ ମାଗୁଥିବା ନକଲି ପୋଲିସ ଇନ୍ସପେକ୍ଟରକୁ ଗିରଫ କଲା ବାଦାମବାଡ଼ି ଥାନା ପୋଲିସ । ଗିରଫ ନକଲି ପୋଲିସ ହେଲେ ଗୁଣ୍ଡିଚା ଦଳେଇ । ନିଜକୁ କଟକ ଜିଲ୍ଲା ଗ୍ରାମାଞ୍ଚଳ ପୋଲିସ ଇନ୍ସପେକ୍ଟରର ପରିଚୟ ଦେଇ ହୋମଗାର୍ଡ ଚାକିରି ପାଇଁ ଆଶାୟୀ ଥିବା ଯୁବକଙ୍କ ଠାରୁ ଲୁଟୁଥିଲେ । ଥାନାରେ ଏତଲା ଦେଇଥିଲେ ଯୁବକ । ଆଜି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଅଭିଯୋଗକାରୀ ଜୀତାନସୁ ଶେଖର ପରିଡା ବାଦାମବାଡ଼ି CNBT ବସ ଷ୍ଟାଣ୍ଡରେ ସୁରକ୍ଷାକର୍ମୀ ଭାବରେ କାର୍ଯ୍ୟ କରନ୍ତି । ବର୍ତ୍ତମାନ ହୋମଗାର୍ଡ ପାଇଁ ପୋଷ୍ଟ ବାହାରି ଥିବାବେଳେ ଚାକିରି କରାଇ ଦେବା ବାହାନାରେ ଲକ୍ଷାଧିକ ଟଙ୍କା ଲୁଟିଥିଲେ ଫେକ ପୋଲିସ ଗୁଣ୍ଡିଚା ଦଳେଇ । ଗିରଫ ସମୟରେ ୩ ଟି ଖାକି ପୋଷାକ, ଫେକ ଆଇଡି କାର୍ଡ, ଏକ ଲ୍ୟାପଟପ, ୫ ମୋବାଇଲ ଜବତ କରିଛି ପୋଲିସ । ଏହାସହ ତାଙ୍କ ବ୍ୟାଙ୍କ ଆକାଉଣ୍ଟ ରୁ ୪ ଲକ୍ଷ ଟଙ୍କା ଫ୍ରିଜ କରଯାଇଛି । ତଦନ୍ତ ସମୟରେ ଯେଉଁମାନେ ଠକେଇର ଶିକାର ହୋଇଥିବେ ସେମାନଙ୍କୁ ଟଙ୍କା ଫେରସ୍ତ କରାଯିବ ବୋଲି କହିଛନ୍ତି ଡିସିପି ଋଷିକେଶ ଖିଲାରୀ । ଏହି ସିଣ୍ଡିକେଟରେ ପାଖାପାଖି ୪୦ ଜଣ ଠକେଇର ଶିକାର ହୋଇଛନ୍ତି । କେବଳ ପୋଲିସ ଚାକିରି ନୁହେଁ, ଆରଆଇ, ଅମିନ ଚାକିରି କରିବା ନାଁରେ ମଧ୍ୟ ଠକେଇ କରୁଥିଲା ଗୁଣ୍ଡିଚା । ୟୁନିଫର୍ମ ପିନ୍ଧି ଫଟୋ ଉଠାଇ ଚାକିରି କରାଇ ଦେବା ବାହାନାରେ ଲୁଟୁଥିଲା ଲକ୍ଷାଧିକ ଟଙ୍କା । ଗୁଣ୍ଡିଚାକୁ ଅଧିକ ତଦନ୍ତ ପାଇଁ ରିମାଣ୍ଡରେ ଅଣାଯିବ ବୋଲି ଡିସିପି ସୂଚନା ଦେଇଛନ୍ତି ।

Tags: arrestcuttackduplicate police
ShareTweetShareSend
Sanchar Live

Sanchar Live

Next Post
ବସ୍ କୁ ଧକ୍କା ଦେଲା ଟ୍ରକ୍, ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ

ବସ୍ କୁ ଧକ୍କା ଦେଲା ଟ୍ରକ୍, ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.