Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ

Sanchar Live by Sanchar Live
September 3, 2024
in ଅପରାଧ
0
ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ
0
SHARES
20
VIEWS
FacebookTwitter

ସଂଚାର ବ୍ୟୁରୋ: ମହାନଦୀକୁ ଡେଇଁ ପୁଣି ଜଣେ ଯୁବକଙ୍କ ଆତ୍ମହତ୍ଯା । ଯୋବ୍ରା ବ୍ଯାରେଜ ନିକଟରେ ମହାନଦୀକୁ ଡେଇଁଲେ ଯୁବକ । ଯୁବକଙ୍କ ନାମ ମୃତ୍ୟୁଞ୍ଜୟ ମାଣିକ । ତାଙ୍କ ଘର ଭବନେଶ୍ୱର ଭିଏଏସଏସ ନଗର ବୋଲି ଜଣାପଡିଛି । ଅପରାହ୍ନ ୪ ସମୟରେ ଯୋବ୍ରା ବ୍ୟାରେଜ୍ ୭୪ନମ୍ବର ଗେଟ୍ ଉପରୁ ଡେଇଁ ଆତ୍ମହତ୍ଯା କରିଛନ୍ତି ମୃତ୍ଯୁଞ୍ଜୟ । ତେବେ କେଉଁ କାରଣରୁ ସେ ଏପରି ଚରମ ନିଷ୍ପତ୍ତି ନେଲେ ତାହା ଜଣାପଡ଼ି ନଥିବାବେଳେ ଘଟଣା ପରେ ଅଗ୍ନିଶମ ବିଭାଗ ପହଞ୍ଚି ଖୋଜାଖୋଜି କରିଥିଲା । ତେବେ ସଂଧ୍ଯା ହୋଇଯିବା ଯୋଗୁଁ ଆଜି ଉଦ୍ଧାର କାର୍ଯ୍ଯ ବନ୍ଦ ରଖାଯାଇଛି । ଆସନ୍ତାକାଲି ପୁଣି ଉଦ୍ଧାର କାର୍ଯ୍ଯ କରାଯିବ ବୋଲି କହିଛନ୍ତି ଅଗ୍ନିଶମ ଅଧିକାରୀ । ସେପଟେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ଯୁବକଙ୍କ ପରିବାର ଲୋକ । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Tags: cuttackmahanadiself killing
ShareTweetShareSend
Sanchar Live

Sanchar Live

Next Post
୫୫ ନମ୍ବର ଜାତୀୟ ରାଜପଥରେ ଟ୍ୟାଙ୍କରରେ ଲାଗିଲା ନିଆଁ

୫୫ ନମ୍ବର ଜାତୀୟ ରାଜପଥରେ ଟ୍ୟାଙ୍କରରେ ଲାଗିଲା ନିଆଁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.