Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଆଜି ତାମିଲନାଡୁ ନିକଟ ପଡୁଚେରୀରେ ଲ୍ୟାଣ୍ଡଫଲ୍ କରିପାରେ ‘ଫେଙ୍ଗଲ’

Sanchar Live by Sanchar Live
November 30, 2024
in ଭାରତ
0
ଆଜି ତାମିଲନାଡୁ ନିକଟ ପଡୁଚେରୀରେ ଲ୍ୟାଣ୍ଡଫଲ୍ କରିପାରେ ‘ଫେଙ୍ଗଲ’
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗଭୀର ଅବପାତ ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟା ଫେଙ୍ଗଲରେ ପରିଣତ ହୋଇଛି l ଆଜି ତାମିଲନାଡୁ ନିକଟ ପଡୁଚେରୀରେ ଲ୍ୟାଣ୍ଡଫଲ୍ କରିପାରେ ‘ଫେଙ୍ଗଲ’। ସମୁଦ୍ର ମଧ୍ୟରେ ବାତ୍ୟା ‘ଫେଙ୍ଗଲର ଗତି ତୀବ୍ର ହେବାରେ ଲାଗିଛି । ତାମିଲନାଡୁ ଜିଲ୍ଲା ଏବଂ ପୁଡୁଚେରୀ ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି । ବାତ୍ୟା ପ୍ରଭାବରେ ତାମିଲନାଡୁ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ପବନ ବୋହୁଛି ।

ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ପାଇଁ ଟିମ୍ ଆଲର୍ଟରେ ରହିଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି । ବାତ୍ୟା ‘ଫେଙ୍ଗଲର ପ୍ରଥମେ ତାମିଲନାଡୁ ଏବଂ ପୁଡୁଚେରୀ ଆଡକୁ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।

ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ପବନର ବେଗ ୯୦ରୁ ୧୦୦ କିଲୋମିଟର ରହିବ । ବାତ୍ୟା ‘ଫେଙ୍ଗଲ’ ପ୍ରଭାବ ଓଡ଼ିଶା ଉପରେ ବିଶେଷ ଭାବରେ ପଡ଼ିବ ନାହିଁ । ରାଜ୍ୟର ଉପକୂଳ ଜିଲ୍ଲାଗୁଡ଼ିକରେ ବିକ୍ଷିପ୍ତ ଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଡିସେମ୍ବର ୧ରୁ ୨ ତାରିଖ ମଧ୍ୟରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି ।

Tags: cyclonePengal
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ବଡ଼ଦେଉଳରେ ଶୁଭାରମ୍ଭ ହେବ ଦେବ ଦୀପାବଳି ମହୋତ୍ସବ

ଆଜିଠୁ ବଡ଼ଦେଉଳରେ ଶୁଭାରମ୍ଭ ହେବ ଦେବ ଦୀପାବଳି ମହୋତ୍ସବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.