Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

Sanchar Live by Sanchar Live
October 16, 2024
in ଭାରତ
0
୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା
0
SHARES
16
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ ବୈଠକ ଶେଷ ହୋଇଛି। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA) ବୃଦ୍ଧି ନେଇ ଏକ ବଡ ଘୋଷଣା କରାଯାଇଛି। ୩ ପ୍ରତିଶତ DA ବୃଦ୍ଧିକୁ ସରକାର ଅନୁମୋଦନ କରିଛନ୍ତି। କେନ୍ଦ୍ରୀୟ କର୍ମଚାରୀମାନେ ଅକ୍ଟୋବର ପାଇଁ ବର୍ଦ୍ଧିତ ଦରମା ପାଇବେ ଏବଂ ଏହା ସହିତ ସେମାନେ ୩ ମାସର ବକେୟା ମଧ୍ୟ ପାଇବେ। ସରକାରୀ କର୍ମଚାରୀଙ୍କ ସହ ପେନ୍‌ସନ୍‌ ଭୋଗୀ ଉପକୃତ ହେବେ। ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ପାଇଁ କାର୍ଯ୍ଯ କରୁଥିବା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତ ଥିଲା। କ୍ୟାବିନେଟ ୩ ପ୍ରତିଶତ ବୃଦ୍ଧିକୁ ଅନୁମୋଦନ କରିବା ପରେ ଏହା ୫୩ ପ୍ରତିଶତକୁ ବୃଦ୍ଧି ପାଇଛି।

Tags: Da hikegovt of india
ShareTweetShareSend
Sanchar Live

Sanchar Live

Next Post
ମହାପ୍ରସାଦ କିମ୍ଵା ଦୀପର ଘିଅରେ ଅପମିଶ୍ରଣ ‘ହେବନି : ଆଇନ୍ ମନ୍ତ୍ରୀ

ମହାପ୍ରସାଦ କିମ୍ଵା ଦୀପର ଘିଅରେ ଅପମିଶ୍ରଣ 'ହେବନି : ଆଇନ୍ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.