Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ନବୀନଙ୍କୁ ଭେଟିଲେ ’ଦମନ’ ଟିମ

Sanchar Live by Sanchar Live
August 17, 2024
in ମନୋରଞ୍ଜନ
0
ନବୀନଙ୍କୁ ଭେଟିଲେ ’ଦମନ’ ଟିମ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ନବୀନ ନିବାସରେ ‘ଦମନ’ ଟିମ୍ । ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ ।

ଦମନ  ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ରଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ନବୀନ ।  ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ । ଦମନ ଚଳଚିତ୍ରର ମୁଖ୍ୟ କଳାକାର ବାବୁ ସାନଙ୍କ ସମେତ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ ।

Tags: DamanNaveen patnaikollywood
ShareTweetShareSend
Sanchar Live

Sanchar Live

Next Post
ବଜ୍ରପାତରେ ଗଲା ୧୦ ଜୀବନ

ବଜ୍ରପାତରେ ଗଲା ୧୦ ଜୀବନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.