Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୩୦ ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ, ଚାପି ହୋଇ ଚାଳକ ମୃତ

Sanchar Live by Sanchar Live
December 26, 2024
in ଓଡିଶା
0
୩୦ ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ, ଚାପି ହୋଇ ଚାଳକ ମୃତ
0
SHARES
17
VIEWS
FacebookTwitter

ନୟାଗଡ଼: ୩୦ ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ । ଟ୍ରକ ଭିତରେ ଚାପି ହୋଇ ଚାଳକ ମୃତ ।  ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ଘଟିଛି । ମୃତ ଚାଳକଙ୍କ ନାଁ ବୋନେଷନ୍ ଖାଁ ବୋଲି ଜଣାଯାଇଛି । ତାଙ୍କ ଘର ଝାଡ଼ଖଣ୍ଡ କୋଡରମା ଜିଲ୍ଲାର ଜିଲୋଡ଼ି ଗାଁରେ ବୋଲି ଜଣା ପଡ଼ିଛି ।

ବିଶାଖାପାଟଣାରୁ ସୁନ୍ଦରଗଡ଼ ସିମେଣ୍ଟ ନେଇ ଆସୁଥିବା ବେଳେ ଦୁର୍ଘଟଣା ଘଟିଛି । ଟ୍ରକଟି ବିଶାଖାପାଟଣାରୁ ସିମେଣ୍ଟ ନେଇ ସୁନ୍ଦରଗଡ଼ ଅଭିମୁଖେ ଯାଉଥିଲା । ମାତ୍ର ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ଥିବା ଏକ କଲଭର୍ଟ ଅତିକ୍ରମ କରୁଥିବା ବେଳେ ଟ୍ରକ୍‌ଟି ୩୦ଫୁଟ୍ ତଳକୁ ଖସି ପଡିଥିଲା । ଚାଳକ ଜଣଙ୍କ ଦୀର୍ଘ ସମୟ ଧରି ଚାପି ହୋଇ ରହିବା ଯୋଗୁ ଘଟଣସ୍ଥଳରେ ତାଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି କଟର ସାହାଯ୍ୟରେ ଟ୍ରକ୍‌ କାଟି ଚାଳକଙ୍କ ମୃତ ଶରୀରକୁ ବାହାର କରିବା ପାଇଁ ଉଦ୍ୟମ ଚଳାଇଛନ୍ତି । ଘଟଣାସ୍ଥଳରେ ଦଶପଲ୍ଲା ପୋଲିସ ପହଞ୍ଚି ତଦନ୍ତ କରୁଛି ।

Tags: accidentdaspalla
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି କେଉଁ ସହରରେ କେତେ ଟଙ୍କା ରହିଛି ସୁନା ଦାମ ?

ଜାଣନ୍ତୁ କେଉଁ ସହରରେ କେତେ ଟଙ୍କା ରହିଛି ସୁନା ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର
  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.