Thursday, June 5, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଘର ଭିତରୁ ମହିଳାଙ୍କ ଅର୍ଦ୍ଧନଗ୍ନ ମୃତଦେହ ଉଦ୍ଧାର

Sanchar Live by Sanchar Live
May 27, 2025
in ଓଡିଶା
0
ଘର ଭିତରୁ ମହିଳାଙ୍କ ଅର୍ଦ୍ଧନଗ୍ନ ମୃତଦେହ ଉଦ୍ଧାର
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ସୁନ୍ଦରଗଡ଼ ସଦର ଥାନା ନବରଙ୍ଗପୁର ଗାଁରେ ଘର ଭିତରୁ ଜଣେ ମହିଳାଙ୍କ ଅର୍ଦ୍ଧନଗ୍ନ ମୃତଦେହ ଉଦ୍ଧାର । ମୃତକ ହେଲେ ସଂଯୁକ୍ତ କିସାନ । ସ୍ବାମୀଙ୍କ ଠାରୁ ଅଲଗା ହୋଇ ସେ ଏକୁଟିଆ ରହୁଥିଲେ । ମିଶନ ଶକ୍ତିରେ ନବରଙ୍ଗପୁରର ସିଆରପି ଭାବରେ କାମ କରୁଥିଲେ । ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ୱାର୍ଡ ମେମ୍ବର ଘର ଭିତରେ ସଂଯୁକ୍ତାଙ୍କ ମୃତଦେହ ପଡିଥିବା ଖବର ପାଇ ପୋଲିସକୁ ସୂଚନା ଦେଇଥିଲେ । ବର୍ତ୍ତମାନ ସୁଦ୍ଧା ହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ସଦର ଏସଡ଼ିପିଓ, ଥାନା ଅଧିକାରୀ ଓ ପୋଲିସ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

Tags: crimesundargarh
ShareTweetShareSend
Sanchar Live

Sanchar Live

Next Post
ପୁଣି ଜୀବନ ନେଲା ଲକ୍ଷ୍ମୀ ବସ୍

ପୁଣି ଜୀବନ ନେଲା ଲକ୍ଷ୍ମୀ ବସ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସମଗ୍ର ଉତ୍ତର ପୂର୍ବାଞ୍ଚଳରେ ବନ୍ୟା ପରିସ୍ଥିତି ଗମ୍ଭୀର
  • ଓଡ଼ିଶା ଶିଳ୍ପ ମାନଚିତ୍ରରେ ସ୍ଵତନ୍ତ୍ର ସ୍ଥାନ ପାଇବ ଗଞ୍ଜାମ; ୧୨ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
  • ଉଠିବ ପାରଦ, କଲବଲ କରିବ ତାତି
  • ଦଳାଚକଟା ମାମଲାରେ RCB ବିରୋଧରେ FIR ରୁଜୁ
  • ବାରୁଦ ସିଜ୍ କଲା କଳାହାଣ୍ଡି ପୋଲିସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.