Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ମାଛ ମାରିବାକୁ ଯାଇ ବୁଡିଗଲେ ଦୁଇ ପୁଅ : ମାଆ ନିଖୋଜ

Sanchar Live by Sanchar Live
May 22, 2025
in ଓଡିଶା
0
0
SHARES
20
VIEWS
Facebook
Twitter

ଦେବଗଡ କୁଣ୍ଢେଇଗୋଳା ଥାନା ତଲେଇସର ନିକଟ ରେଙ୍ଗାଳି ଜଳଭଣ୍ଡାରରେ ଅଘଟଣ । ଡଙ୍ଗା ବୁଡ଼ି ଦୁଇ ପୁଅଙ୍କର ମୃତ୍ୟୁ ହୋଇଥିବାବେଳେ ମା’ ନିଖୋଜ ଥିବା ଜଣାପଡିଛି । ସେପଟେ ଅଳ୍ପକେ ବର୍ତ୍ତିଯାଇଛନ୍ତି ବାପା । ଜଳଭଣ୍ଡାର ଭିତରକୁ ମାଛ ମାରି ଯାଇଥିବା ବେଳେ ଅଘଟଣ ଘଟିଛି । ଦୁଇ ନାବାଳକ ପୁଅ ସହ ବାପା ଓ ମା’ ମାଛ ମାରିବାକୁ ଯାଇଥିବା ବେଳେ ବୁଡ଼ିଗଲା ଡଙ୍ଗା । ଦୁଇ ନାବାଳକ ପୁଅର ମୃତ ଦେହ ଉଦ୍ଧାର ହୋଇଥିବାବେଳେ ଏବେ ବି ନିଖୋଜ ମହିଳାଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ମାଛ ମାରିବାକୁ ଯାଇ ଗୋଟିଏ ପରିବାର ଛାରଖାର ହୋଇଥିବା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ଦେଖିବାକୁ ମିଳିଛି । ଜଳଭଣ୍ଡାର ନିକଟରେ ଅନେକ ଲୋକ ରୁଣ୍ଢ ହୋଇଥିବା ଦେଖିବାକୁ ମିଳିଛି ।

Related posts

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

November 7, 2026
ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

November 7, 2026
Tags: debagarhfishingodisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି
  • ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.