Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତା ଡିସେମ୍ବର ୨୫ ତାରିଖରେ ଆସିବ ସୁଭଦ୍ରା ଟଙ୍କା

Sanchar Live by Sanchar Live
December 5, 2024
in ଓଡିଶା
0
ଆସନ୍ତା ଡିସେମ୍ବର ୨୫ ତାରିଖରେ ଆସିବ ସୁଭଦ୍ରା ଟଙ୍କା
0
SHARES
10
VIEWS
FacebookTwitter

ଭୁବନେଶ୍ୱର : ଆସନ୍ତା ଡିସେମ୍ବର ୨୫ ତାରିଖରେ ସୁଭଦ୍ରା ଟଙ୍କା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ  ଟଙ୍କା ମିଳିବ ।  ଏଥିପାଇଁ ନୂଆ ଆବେଦନକାରୀଙ୍କ ସମେତ  ଅଦ୍ୟାବଧି ସହାୟତା ପାଇପାରିନଥିବା  ଦରଖାସ୍ତକାରୀଙ୍କ ଆବେଦନ ଯାଂଚ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ଡିସେମ୍ବର ସୁଦ୍ଧା ସୁଭଦ୍ରାରେ ମୋଟ  ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଆବେଦନ ଗ୍ରହଣ ହୋଇଛି । ଏ ନେଇ ମଙ୍ଗଳବାର ବୈଠକ ବସିଥିଲା  ବୈଠକରେ ସୁଭଦ୍ରା ଆବେଦନ ଯାଂଚ ପାଇଁ  ଗଠିତ କ୍ଷେତ୍ରସ୍ତରୀୟ ଟିମମାନଙ୍କ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା

ସମସ୍ତ ଜିଲ୍ଲାପାଳ ଓ ମହାନଗର ନିଗମର  କମିଶନରମାନଙ୍କୁ  ଏହି ଟିମର କାର୍ୟ୍ୟ ଅଗ୍ରଗତି  ସମ୍ପର୍କରେ  ନିଜେ ଅନୁଧ୍ୟାନ  କରିବା ସହିତ ଏହାର ଅଗ୍ରଗତି କରିବାକୁ ବୈଠକରେ ପରାମର୍ଶ ଦିଆଯାଇଛି ।  ଡିସେମ୍ବର ୬ ତାରିଖ  ଯୋଗ୍ୟ ହିତାଧିକାରୀ ଓ ଅଯୋଗ୍ୟ ତାଲିକା ବ୍ଲକ, ସହରାଂଚଳ ଓ ମହାନଗର ନିଗମ ସ୍ତରରେ ପ୍ରକାଶ କରାଯିବ ଓ ଏହା ପରେ ଆଉ ୭ ଦିନ ଯାଏଁ ଆପତ୍ତି ଗ୍ରହଣ କରାଯିବ । ନଭେମ୍ୱର ୨୪ରେ ସୁଭଦ୍ରା ଯୋଜନାର ତୃତୀୟ ପର୍ୟ୍ୟାୟ ଟଙ୍କା ଆସିଥିଲା ।

Tags: odishsasubhadra yojana
ShareTweetShareSend
Sanchar Live

Sanchar Live

Next Post
ଅନଲାଇନ୍ ଗେମ୍ ନେଲା ଜୀବନ

ଅନଲାଇନ୍ ଗେମ୍ ନେଲା ଜୀବନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.