Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଜାଗର ଉପଲକ୍ଷେ ଶ୍ରୀ ଲୋକନାଥ ଦେବଙ୍କ ପୀଠରେ ଜଳିଲା ବୃହତ୍ ଜଗତ ମଙ୍ଗଳ ଜାଗର ଦୀପ

Sanchar Live by Sanchar Live
February 24, 2025
in Uncategorized
0
ଜାଗର ଉପଲକ୍ଷେ ଶ୍ରୀ ଲୋକନାଥ ଦେବଙ୍କ ପୀଠରେ ଜଳିଲା ବୃହତ୍ ଜଗତ ମଙ୍ଗଳ ଜାଗର ଦୀପ
0
SHARES
16
VIEWS
FacebookTwitter

ଜାଗର ଉପଲକ୍ଷେ ଶ୍ରୀ ଲୋକନାଥ ଦେବଙ୍କ ପୀଠରେ ଜଳିଲା ବୃହତ୍ ଜଗତ ମଙ୍ଗଳ ଜାଗର ଦୀପ । ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ସନ୍ଧ୍ୟାରେ ଏହି ପଞ୍ଚଦଶ ତମ ବୃହତ୍ ଜଗତ ମଙ୍ଗଳ ଜାଗର ଦୀପ ଜଳାଯାଇଛି । ସନ୍ଧ୍ୟା ସମୟରେ ଏହି ବୃହତ୍ ଦୀପ ଶ୍ରୀଲୋକନାଥଙ୍କ ଗମ୍ଭିରାରୁ ଆସି ପ୍ରଜ୍ବଳନ କରାଯାଇଥିଲା । ପ୍ରତିବର୍ଷ ମାଟି ଦୀପ ଜଳାଯାଉଥିବାବେଳେ ଗତବର୍ଷ ଠାରୁ ଏହାକୁ ଅଷ୍ଟଧାତୁରେ ନିର୍ମାଣ କରାଯାଇଛି । ପ୍ରାୟ ୬ଫୁଟ ଲମ୍ବ ,୪ଫୁଟ ଓସାର ଏବଂ ୩ଫୁଟ ଗଭୀର ଏହି ଦୀପରେ ଦେଢ଼ କୁଇଣ୍ଟାଲ ଘିଅ ରହିପାରିବ । ପଙ୍କୋଦ୍ଧାର ଏକାଦଶୀ ସନ୍ଧ୍ୟାରୁ ଜାଗର ଦିନ ଶ୍ରୀଲୋକନାଥଙ୍କ ମହାଦୀପ ଉଠିବା ପର୍ଯ୍ୟନ୍ତ ଏହା ପ୍ରଜ୍ବଳିତ ହେବ l ୬ ଇଞ୍ଚ ଚଉଡ଼ା ଏବଂ ୧୦ମିଟର ଲମ୍ବ ବଳିତା ଏହି ଦୀପରେ ବ୍ୟବହାର କରାଯାଇଛି । ବିଶ୍ଵଶାନ୍ତି ତଥା ଜଗତ କଲ୍ୟାଣ ପାଇଁ ଏହି ଦୀପ ପ୍ରତ୍ୟେକ ବର୍ଷ ଶ୍ରୀଲୋକନାଥଙ୍କ ପୀଠରେ ପ୍ରଜ୍ବଳନ କରାଯାଉଛି ।

Tags: lokanathpuri
ShareTweetShareSend
Sanchar Live

Sanchar Live

Next Post
ନିଦରେ ଗପୁଛନ୍ତି କି? ଜାଣନ୍ତୁ କାରଣ…

ନିଦରେ ଗପୁଛନ୍ତି କି? ଜାଣନ୍ତୁ କାରଣ...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.