Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

କନ୍ୟା ସନ୍ତାନର ମାଆ ହେଲେ ଦୀପିକା ପାଦୁକୋନ

Sanchar Live by Sanchar Live
September 8, 2024
in ମନୋରଞ୍ଜନ
0
କନ୍ୟା ସନ୍ତାନର ମାଆ ହେଲେ ଦୀପିକା ପାଦୁକୋନ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଅପେକ୍ଷାର ହେଲା ଅନ୍ତ । ଶେଷରେ ଖୁସିଖବର ଶୁଣାଇଲେ ବଲିଉଡ ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂ । ବଲିଉଡର ମସ୍ତାନୀ ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ଘରକୁ ଆସିଛନ୍ତି ଲକ୍ଷ୍ମୀ । ମସ୍ତାନୀ ଗାର୍ଲ ଏବେ କନ୍ୟା ସନ୍ତାନର ଜନନୀ ହୋଇଛନ୍ତି । ଅଭିନେତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହେବାର ଗୋଟିଏ ଦିନ ପରେ ଖୁସି ଖବର ଦେଇଛନ୍ତି  । ବର୍ତ୍ତମାନ ସେ ମାଆ ହୋଇଛନ୍ତି । ତାଙ୍କ ଘରକୁ ଲକ୍ଷ୍ମୀ  ଆସିଛି ।

ଦୀପିକା ପାଦୁକୋନଙ୍କୁ ୭ସେପ୍ଟେମ୍ବରରେ ମୁମ୍ବାଇର ଏଚ.ଏନ ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କାଲିଠାରୁ ପ୍ରଶଂସକମାନେ ଗୁଡନ୍ୟୁଜକୁ ଅପେକ୍ଷା କରିଥିଲେ। ବର୍ତ୍ତମାନ ଶେଷରେ ଖୁସି ଖବର ଆସିଛି। ରଣଭୀର ସିଂ ଏବଂ ଦୀପିକା ପାଦୁକୋନ କନ୍ୟା ସନ୍ତାନର ପିତାମାତା ହୋଇଥିବାର ଖବର ଆସିଛି। ବିବାହର ୬ ବର୍ଷ ପରେ ତାଙ୍କ ଘରକୁ କୁନି ଅତିଥି ଆସିଛି । ସେଥିପାଇଁ ଦୁହେଁ ଖୁସିରେ ଝୁମି ଉଠିଛନ୍ତି। ବାପାମାଆ ହେବା ପରେ ଦୁହିଁଙ୍କ ପାଖକୁ ପ୍ରଶଂସାର ସୁଅ ଛୁଟୁଛି ।

Tags: bollywooddeepika padukon
ShareTweetShareSend
Sanchar Live

Sanchar Live

Next Post
ନୂଆଁଖାଇ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା

ନୂଆଁଖାଇ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.