Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଦିଲ୍ଲୀରେ ଆଜିଠୁ ନୋ ପିୟୁସି ନୋ ଫୁଏଲ୍ କଟକଣା

Sanchar Live by Sanchar Live
December 18, 2025
in ଭାରତ
0
ଦିଲ୍ଲୀରେ ଆଜିଠୁ ନୋ ପିୟୁସି ନୋ ଫୁଏଲ୍ କଟକଣା
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ଦିଲ୍ଲୀରେ ଆଜିଠୁ ନୋ ପିୟୁସି ନୋ ଫୁଏଲ୍ ନିୟମ ଲାଗୁ । ପ୍ରଦୂଷଣ ସାର୍ଟିଫିକେଟ ନାହିଁ ତ ତେଲ ନାହିଁ । ଦିଲ୍ଲୀ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଏହି କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି । ଏହା ବ୍ୟତୀତ, କେବଳ BS-VI ଅନୁପାଳନକାରୀ ଯାନଗୁଡ଼ିକୁ ଦିଲ୍ଲୀରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ।

କେବଳ ଆମ୍ବୁଲାନ୍ସ, ଅଗ୍ନିଶମ ଓ ପୋଲିସ ବିଭାଗର ଗାଡିକୁ ମିଳିବ ରିହାତି । ବାୟୁ ଗୁଣବତ୍ତାମାନ ଅତ୍ୟନ୍ତ ଖରାପ ଥିବା କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କହିଛି । AQI ମାନ ୨୮୪ରେ ପହଞ୍ଚିଛି । ପ୍ରଦୂଷଣକୁ ନଜରରେ ରଖି ଆଜିଠୁ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ୱାର୍କ ଫ୍ରମ ହୋମରେ କାମ କରିବେ । ନିୟମ ଉଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ । କିଛି ଦିନ ହେଲା ଦିଲ୍ଲୀ-ଏନସିଆରରେ ବାୟୂ ପ୍ରଦ୍ୟୁଷଣ ବଢ଼ିଚାଲିଛି। ପୂର୍ବରୁ ଅନଲାଇନରେ ନର୍ସରୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ପାଇଁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି ।

Tags: delhino fuel
ShareTweetShareSend
Sanchar Live

Sanchar Live

Next Post
ମିଆଁମାରରେ ଭୂକମ୍ପ

ମିଆଁମାରରେ ଭୂକମ୍ପ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.